Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Search
Close this search box.

ଅନୁଗୋଳ ଜିଲ୍ଲାରୁ ୦୧ ଜଣ କରୋନା ପଜିଟିଭ ଚିହ୍ନଟ – ପଜିଟିଭ ସଂଖ୍ୟା ୧୨୪୦୨ରେ ପହଞ୍ଚିଲା- ସୁସ୍ଥ ହେଲେ ୦୩ ଜଣ 

ଜେ. ବି. ଏନ୍, ରିପୋର୍ଟ, ସୁଶୀଲ କୁମାର ଆଇଚ, (୧୪/୦୩ /୨୦୨୧)  ଅନୁଗୋଳ: – ଆଜି ଅନୁଗୋଳ ଜିଲ୍ଲାରେ ୦୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ଵାବ ନମୁନା ଦେଇଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ କେହି ଆକ୍ରାନ୍ତ ଚିହ୍ନଟ ହୋଇ ନଥିବାରୁ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୨ ରେ ରହିଛି । ଅନୁଗୋଳ ଜିଲ୍ଲା ମଧ୍ୟରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମାନଙ୍କ ମଧ୍ୟରେ ବଅଁରପାଳ ବ୍ଳକ୍ ଅଞ୍ଚଳରୁ ୧ଜଣ ( ୧ଜଣ ପୁରୁଷ ) ଅଛନ୍ତି | ଚିହ୍ନଟ ହୋଇଥିବା ସମସ୍ତ ଲକ୍ଷଣଯୁକ୍ତ ଆକ୍ରାନ୍ତ ମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ୱାର୍ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଉଥିବା ବେଳେ ସ୍ଵଳ୍ପ ଲକ୍ଷଣଯୁକ୍ତ ଓ ଲକ୍ଷଣ ବିହିନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେସନ୍ ରେ ରଖାଯାଇ ନିରିକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୦୩ ଜଣ ହୋମ ଆଇସୋଲେସନ୍ ରେ ଥିବାର ଜଣାପଡିଛି ।

Recent Post

Live Cricket Update

× How can I help you?