



ଲୋକସଭା ବାଚସ୍ପତି ଓମ୍ ବିର୍ଲା କରୋନା ପଜିଟିଭ୍
ଜେ ବି ଏନ, ୨୧/୦୩ /୨୦୨୧, (ରିପୋର୍ଟ, ପ୍ରଭାକର ବିଶ୍ଵାଳ), ଭୁବନେଶ୍ବର/ନୂଆଦିଲ୍ଲୀ : ଲୋକସଭା ବାଚସ୍ପତି ଓମ ବିର୍ଲା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ ୧୯ ତାରିଖରେ ସେ କୋରନା ଆକ୍ରାନ୍ତ ହୋଇଥିବା ଜଣା ପଡିବା ପରେ ଗତକାଲି ସେ ଦିଲ୍ଲୀ ଏମସରେ ଭର୍ତ୍ତି ହୋଇଛନ୍ତି । ଏମସ କୋଭିଡ ସେଣ୍ଟରରେ ତାଙ୍କୁ ଭର୍ତ୍ତି କରାଯାଇଥିବାବେଳେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି l