Warning: Trying to access array offset on value of type bool in /home/jagratbharatnewsin/jagratbharatnews.in/wp-content/plugins/elementor-pro/modules/dynamic-tags/tags/post-featured-image.php on line 36

ବସ୍ ଅଟୋ ଧକ୍କା : ୧୨ ଅଙ୍ଗନୱାଡ଼ି କର୍ମୀଙ୍କ ଓ ଅନ୍ୟ ଜଣେ ମିଶି ୧୩ ମୃତ

ଜେ ବି ଏନ, ୨୩/୦୩ /୨୦୨୧, (ରିପୋର୍ଟ, ସୁଶୀଲ କୁମାର), ନୂଆଦିଲ୍ଲୀ/ଭୋପାଳ : ମଧ୍ୟପ୍ରଦେଶ ଗ୍ଵାଲିୟରରେ ଆଜି ମଙ୍ଗଳବାର ସକାଳେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି । ପ୍ରାପ୍ତ ସୂଚନା ଅନୁଯାୟୀ ଏକ ବସ୍ ଧକ୍କାରେ ଗୋଟିଏ ଯାତ୍ରୀବାହୀ ଅଟୋ ଚୁରମାର୍ ହୋଇଯିବା ସହିତ ୧୨ ଅଙ୍ଗନୱାଡ଼ି କର୍ମୀଙ୍କ ସମେତ ୧୩ ଜଣଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଯାଇଛି । ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଶିବରାଜ ଚୌହ୍ବାନ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ।

Recent Post

Live Cricket Update

You May Like This