କରୋନା ସଚେତନତା ବାର୍ତ୍ତା ଦେଲେ ପ୍ରଧାନ ଶିକ୍ଷକ

ଜେ ବି ଏନ, ୨୮/୦୩ /୨୦୨୧, (ରିପୋର୍ଟ, ସୁଶାନ୍ତ କୁମାର ସାମଲ), ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ଗନ୍ଦିଆ ବ୍ଳକ ଅନ୍ତର୍ଗତ ଷଡ଼ଙ୍ଗୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷଡ଼ଙ୍ଗୀ ରେ ଆଜି ପବିତ୍ର ଦୋଳ ପୂର୍ଣ୍ଣିମା ଅବସରରେ ବିଦ୍ୟାଳୟ ର ସମସ୍ତ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଦ୍ବିତୀୟ ପର୍ଯ୍ୟାୟ କରୋନାରୁ ରକ୍ଷା ପାଇବା ପାଇଁ ନିୟମିତ ମାକ୍ସପରିଧାନ , ସାମାଜିକ ଦୂରତା ବଜାୟ ରଖି ଓ ଭଲ ଭାବରେ ହାତ ଧୋଇ କାମ କରିବାକୁ ବିଦ୍ୟାଳୟ ର ର ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ପ୍ରଧାନ ଶିକ୍ଷକ ହରିହର ସାହୁ ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି। ନିଜ ସହିତ ସମାନ ର ସବୁବର୍ଗର ଲୋକଙ୍କୁ ସଚେତନ କରାଇବାକୁ ପରାମର୍ଶ ଦେଇଛନ୍ତି।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://jagratbharatnews.in/wp-content/uploads/2025/11/Picsart_25-11-05_07-59-52-526-6.jpg)


