ସୁଲକ୍ଷଣା ଦେବୀ ଉଚ୍ଚ ବିଦ୍ୟାଳୟ ରେ ଉତ୍କଳ ଦିବସ ପାଳିତ ହୋଇଯାଇଛି

ସୁଲକ୍ଷଣା ଦେବୀ ଉଚ୍ଚ ବିଦ୍ୟାଳୟ ରେ ଉତ୍କଳ ଦିବସ ପାଳିତ ହୋଇଯାଇଛି

ଜେ ବି ଏନ, ୦୧/୦୪ /୨୦୨୧, (ରିପୋର୍ଟ, ସୁଶାନ୍ତ କୁମାର ସାମଲ /ଶୁଭମ ପାଣି), ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ସୁଲକ୍ଷଣା ଦେବୀ ଉଚ୍ଚ ବିଦ୍ୟାଳୟ ରେ ଓଡିଶା ଦିବସ ଅବସରରେ ଉତ୍କଳ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ କୁ ପ୍ରଧାନ ଶିକ୍ଷୟିତ୍ରୀ ଙ୍କ ତତ୍ତ୍ଵାବଧାନ ରେ ସ୍କୁଲ ର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ରହି ଦିବସ ଟିକୁ ପାଳନ କରିଥିଲେ l

Recent Post

Live Cricket Update