ଆଜି ଅନୁଗୋଳ ଜିଲ୍ଲାରୁ ‌୦୩ ଜଣ କରୋନା ପଜିଟିଭ ଚିହ୍ନଟ

ଆଜି ଅନୁଗୋଳ ଜିଲ୍ଲାରୁ ‌୦୩ ଜଣ କରୋନା ପଜିଟିଭ ଚିହ୍ନଟ

ପଜିଟିଭ ସଂଖ୍ୟା ୧୨୫୪୧ରେ ପହଞ୍ଚିଲା-ସୁସ୍ଥ ହେଲେ ୦୭ ଜଣ

ଜେ. ବି. ଏନ୍, ରିପୋର୍ଟ, ସୁଶୀଲ କୁମାର ଆଇଚ, (୦୩ /୦୪ /୨୦୨୧) ଅନୁଗୋଳ : ଆଜି ଅନୁଗୋଳ ଜିଲ୍ଲାରେ ୦୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବାର ଜଣାପଡିଛି । ସେହିପରି ଅନ୍ୟ ଜିଲ୍ଲାରୁ ଅନୁଗୋଳରେ ସ୍ବାବ ନମୁନା ଦେଇଥିବା ବ୍ୟକ୍ତି ମାନଙ୍କ ମଧ୍ୟରୁ କେହି ଆକ୍ରାନ୍ତ ହୋଇ ନଥିବାରୁ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୨୫୧ ରେ ରହିଛି । ଆକ୍ରାନ୍ତ ମାନଙ୍କ ମଧ୍ୟରେ ଛେଣ୍ଡିପଦା ବ୍ଲକରୁ ୦୧ ଜଣ ପୁରୁଷ, ଅନୁଗୋଳ ମୁନିସିପାଲ୍ରୁଟି ୦୧ ଜଣ ପୁରୁଷ ଓ ବଅଁରପାଳ ବ୍ଲକରୁ ୦୧ ଜଣ ପୁରୁଷ ଅଛନ୍ତି । ଲକ୍ଷଣ ଯୁକ୍ତ ଆକ୍ରାନ୍ତଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର କରୋନା ଓ୍ବ।ଡକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତରଣ କରାଯାଇଥିବା ବେଳେ ସ୍ୱଳ୍ପ ଲକ୍ଷଣ ଯୁକ୍ତ ଓ ଲକ୍ଷଣ ବିହୀନ ଆକ୍ରାନ୍ତ ମାନଙ୍କୁ ନିଜ ଘରେ ଆଇସୋଲେଶନରେ ରଖାଯାଇ ନିରୀକ୍ଷଣ କରାଯାଉଛି ବୋଲି ଜିଲ୍ଲାପାଳ ଶ୍ରୀ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ପ୍ରକାଶ କରିଛନ୍ତି । ଆଜି ଅନୁଗୋଳ ଜିଲ୍ଲାରୁ ସୁସ୍ଥ ହୋଇଥିବା ୦୭ ଜଣ ହୋମ୍ ଆଇସୋଲେସନ୍ ରେ ଥିବାର ଜଣାପଡ଼ିଛି ।

Recent Post

Live Cricket Update