ଏପ୍ରିଲ ୫ରୁ ରାଜ୍ୟର ୧୦ ଜିଲ୍ଲାରେ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ

ଏପ୍ରିଲ ୫ରୁ ରାଜ୍ୟର ୧୦ ଜିଲ୍ଲାରେ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ

 

 

ଜେ ବି ଏନ, ୦୩/୦୪ /୨୦୨୧, ଭୁବନେଶ୍ବର: ଓଡ଼ିଶାର ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ ନେଇ ଜାରି ହୋଇଛି ନିର୍ଦ୍ଦେଶନାମା । କରୋନା ସଂକ୍ରମଣ ଦିନକୁ ଦିନ ପୁଣି ବଢୁଥିବା ବେଳେ ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ କଟକଣା ଜାରି ଲାଗି ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏହି ଜିଲ୍ଲାଗୁଡିକ ମଧ୍ୟରେ ରହିଛି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲା। ଏହି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ ହେବ l

Recent Post

Live Cricket Update