ଜାତୀୟ ରାଜଧାନୀ ରେ କରୋନା ସଂକ୍ରମଣ ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ କେଜରିୱାଲ : ଉପ ରାଜ୍ୟପାଳ ଙ୍କ ସହ କରିବେ ବୈଠକ

ଜେ ବି ଏନ, ୧୫/୦୪ /୨୦୨୧, (ରିପୋର୍ଟ, ସୁଶୀଲ କୁମାର ଆଇଚ), ନୂଆଦିଲ୍ଲୀ : ଜାତୀୟ ତଥା ଦେଶର ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣର ଦିତୀୟ ଲହର ଜାରି ରହିଛି l ଏ ନେଇ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନେ ବିଭିିନ୍ନ ପଦକ୍ଷେପ ଗ୍ରହଣ କରିବା ପାଇଁ ପ୍ରସ୍ତୁତ ହେଉଛନ୍ତି l ଏହି ପରିପ୍ରେକ୍ଷିରେ ଜାତୀୟ ରାଜଧାନୀ ଦିଲ୍ଲୀ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ଅରବିନ୍ଦ କେଜରିବାଲ ଚିନ୍ତା ବ୍ୟକ୍ତ କରିଛନ୍ତି l ଦିଲ୍ଲୀରେ COVID19 ମାମଲା ବୃଦ୍ଧି ନେଇ ଆଗାମୀ ପଦକ୍ଷେପ ପାଇଁ ଆଜି ଲେଫ୍ଟନାଣ୍ଟ ଗଭର୍ଣ୍ଣର ଅନିଲ ବୈଜଲଙ୍କ ସହ ଏକ ବୈଠକ କରିବାକୁ ଦିଲ୍ଲୀ ସିଏମ ଅରବିନ୍ଦ କେଜ୍ରିୱାଲ କହିଛନ୍ତି।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://jagratbharatnews.in/wp-content/uploads/2025/11/Picsart_25-11-05_07-59-52-526-6.jpg)


