ଅସ୍ତ୍ରୋପଚାର ପରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ

ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାଡ଼ ଘଟଣା । ଏୟାର ଲିଫ୍ଟ ଯୋଗେ ଭୁନେଶ୍ବରସ୍ଥିତ ଏକ ଘରୋଇ ଚିକିତ୍ସାଳୟରେ ଚିକିତ୍ସା ପାଇଁ ପଠାଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ବିୟୋଗରେ ଓଡ଼ିଶା ରେ ଶୋକ ର ଛାୟା ଖେଳିଯାଇଛି।

Recent Post

Live Cricket Update