ଆସନ୍ତା ସୋମବାର ରାଜ୍ୟ କ୍ୟାବିନେଟ୍ ବୈଠକ

ରାଜ୍ୟ ବଜେଟ ଅଧିବେଶନ ପୂର୍ବରୁ ଆସନ୍ତା ସୋମବାର ରାଜ୍ୟ କ୍ୟାବିନେଟ୍ ବୈଠକ ସହିତ ମନ୍ତ୍ରିପରିଷଦ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟା ସାଢ଼େ ୫ଟାରେ ପ୍ରଥମେ ମନ୍ତ୍ରିପରିଷଦ ବୈଠକ ଅନୁଷ୍ଠିତ ହେବ।

Recent Post

Live Cricket Update