Search
Close this search box.

ନାମ ଲେଖାଇବାର ସର୍ବନିମ୍ନ ବୟସ ୬ବର୍ଷ

ନୁଆଦିଲ୍ଲୀ : ଶିଶୁମାନଙ୍କର ପ୍ରଥମ ଶ୍ରେଣୀରେ ନାମ ଲେଖାଇବାର ସର୍ବନିମ୍ନ ବୟସ ୬ବର୍ଷ ଧାର୍ଯ୍ୟ କରାଯାଇଛି। ଏପରି ନିୟମକୁ କଡାକଡି ଭାବେ କାର୍ଯ୍ୟକାରୀ କରିବାକୁ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାରଙ୍କୁ ନିର୍ଦେଶ ଦେଇଛନ୍ତି। ନୂଆ କରି ପ୍ରଣୟନ ହୋଇଥିବା ଜାତୀୟ ଶିକ୍ଷା ନୀତି ଅନୁଯାୟୀ ୬ବର୍ଷରୁ କମ୍ ବୟସର ପିଲା ପ୍ରଥମ ଶ୍ରେଣୀରେ ନାମ ଲେଖାଇପାରିବେ ନାହିଁ।

Recent Post

Live Cricket Update

× How can I help you?