ମାର୍ଚ୍ଚ ୧ରେ ଭାରତ ଆସିବେ ଆମେରିକା ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ

ମାର୍ଚ୍ଚ ୧ରେ ଭାରତ ଆସିବେ ଆମେରିକା ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ

ଭାରତରେ ଅନୁଷ୍ଠିତ ହେବାକୁ ଥିବା ଜି -୨୦ ବୈଦେଶିକ ମନ୍ତ୍ରୀ ବୈଠକରେ ଯୋଗଦେବେ। ଭାରତ ସହ ଆମେରିକାର ଦୃଢ ସହଭାଗିତାକୁ ନିଶ୍ଚିତ କରିବାକୁ ସେ ବରିଷ୍ଠ ଭାରତୀୟ ଅଧିକାରୀଙ୍କୁ ଭେଟିବେ। ସୂଚନା ଥାଉକି ଏଥର ଭାରତ ଜି -୨୦ର ଅଧ୍ୟକ୍ଷତା କରୁଛି। ସେ ମାର୍ଚ୍ଚ ୧ ରୁ ମାର୍ଚ୍ଚ ୩ ପର୍ଯ୍ୟନ୍ତ ଭାରତରେ ରହିବେ। ଏହି ସମୟରେ ସେ ସମସ୍ତ ନେତାଙ୍କୁ ଭେଟିବେ ବୋଲି ସୂଚନା ମିଳିଛି।

Recent Post

Live Cricket Update