ନୂଆଦିଲ୍ଲୀ: ଆଜି ଦୁଇ ଉତ୍ତର-ପୂର୍ବ ରାଜ୍ୟରେ ଭୋଟ ଗ୍ରହଣ ସହ ଦେଶର ୫ଟି ରାଜ୍ୟର ୬ ବିଧାନସଭା ଆସନ ଓ ଗୋଟିଏ ଲୋକସଭା ଆସନରେ ମଧ୍ୟ ଉପନିର୍ବାଚନ ହେବାକୁ ଯାଉଛି । ସୂଚନା ଅନୁଯାୟୀ ଅରୁଣାଚଳ ପ୍ରଦେଶ, ଝାଡଖଣ୍ଡ, ପଶ୍ଚିମବଙ୍ଗ, ତାମିଲନାଡୁର ଗୋଟିଏ ଲେଖାଏଁ ବିଧାନସଭା ଆସନରେ ଉପନିର୍ବାଚନ ହେବାକୁ ଯାଉଥିବା ବେଳେ ମହାରାଷ୍ଟ୍ରର ଦୁଇଟି ବିଧାନସଭା ଆସନ ରହିଛି ।
WhatsApp us