ଆଜିଠୁ ଯୁକ୍ତଦୁଇ ପରୀକ୍ଷା

ଆଜିଠୁ ଯୁକ୍ତଦୁଇ ପରୀକ୍ଷା । ଆଜି ପ୍ରଥମ ଦିନରେ ବିଜ୍ଞାନ ବିଭାଗର ପରୀକ୍ଷା ଥିବାବେଳେ କାଲି କଳା ଓ ବାଣିଜ୍ୟ ଓ ୩ ତାରିଖରୁ ଧନ୍ଦାମୂଳକ ପରୀକ୍ଷା ହେବ । ସକାଳ ୧୦ଟାରୁ ଅପରାହ୍ନ ଗୋଟାଏ ଯାଏ ଦିନକୁ ଗୋଟିଏ ଲେଖାଏ ସିଟିଂରେ ପରୀକ୍ଷା ହେବ । ଅଧଘଣ୍ଟା ଆଗରୁ ସେଣ୍ଟରରେ ପହଞ୍ଚିବେ ଛାତ୍ରଛାତ୍ରୀ । ୧୫ମିନିଟ ଆଗରୁ ମିଳିବ ଉତ୍ତରଖାତା ଓ ୯ଟା ୫୫ରେ ମିଳିବ ପ୍ରଶ୍ନପତ୍ର । ସିସିଟିଭି ନିୟନ୍ତ୍ରଣରେ ରହିବ ପରୀକ୍ଷାକେନ୍ଦ୍ର!.

Recent Post

Live Cricket Update