Search
Close this search box.

ଅନୁଗୋଳ ପୌରପୋଳିକାରେ କର୍ମଜୀବୀ ମହିଳା ମାନଙ୍କୁ ସାଇକେଲ ବଣ୍ଟନ

ଅନୁଗୋଳ ଜିଲ୍ଲା ପୌରପୋଳିକା ଠାରେ କର୍ମଜୀବୀ ମହିଳା ମାନଙ୍କୁ ସାଇକେଲ ବଣ୍ଟନ କରାଯାଇଛି

ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରକମଳରେ ଜଳସାଥୀ, ଆହାରକର୍ମୀ, ସ୍ୱଚ୍ଛକର୍ମୀ, ସ୍ୱଚ୍ଛସାଥୀ ଓ ସ୍ୱଚ୍ଛ ସୁପରଭାଇଜରଙ୍କୁ ସାଇକେଲ ବଣ୍ଟନ ଶୁଭ ଆରମ୍ବ। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡିଶା ବିଧାନସଭା ର ଉପବାଚସ୍ପତି ତଥା ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂ ଯୋଗ ଦେଇ ଜଳସାଥୀ, ଆହାରକର୍ମୀ, ସ୍ୱଚ୍ଛକର୍ମୀ, ସ୍ୱଚ୍ଛସାଥୀ ଓ ସ୍ୱଚ୍ଛ ସୁପରଭାଇଜରଙ୍କୁ ୭୨ଟି ସାଇକେଲ ବଣ୍ଟନ କରିଛନ୍ତି। ଅନୁଗୋଳ ପୌରପାଳିକା ଅଧ୍ୟକ୍ଷ ଶ୍ରୀ ଅକ୍ଷୟ କୁମାର ସାମନ୍ତ, ପୌରପାଳିକା ଉପାଧ୍ୟକ୍ଷା, ଅନୁଗୋଳ ପୌରପାଳିକାର କାର୍ଯ୍ୟ ନିର୍ବାହୀ ଅଧିକାରୀ ଓ ସମସ୍ତ କାଉସିଲର ମାନେ ଉପସ୍ଥିତ ଥିଲେ।

Recent Post

Live Cricket Update

× How can I help you?