୨୬ରେ ଓଡ଼ିଶା ଆସିବେ ଗୃହମନ୍ତ୍ରୀ ଶାହା

ଆସନ୍ତା ୨୬ରେ ଓଡ଼ିଶା ଆସିବେ ଗୃହମନ୍ତ୍ରୀ ଶାହା । ଲୋକସଭା ପ୍ରବାସ କାର୍ଯ୍ୟକ୍ରମରେ ଭଦ୍ରକରେ କରିବେ ସମାବେଶ । ତୃଣମୂଳସ୍ତରରେ କର୍ମୀ ଓ ନେତାଙ୍କ ସହ କରିବେ ଆଲୋଚନା । ସୂଚନା ଦେଲେ ରାଜ୍ୟ ବିଜେପିର ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ।

Recent Post

Live Cricket Update