ମୟୂରଭଞ୍ଜ ପାଇଁ ୱାର୍ଣ୍ଣିଂ
ଆସନ୍ତା ୩ ଘଣ୍ଟା ପାଇଁ ମୟୂରଭଞ୍ଜ ପାଇଁ ଅରେଞ୍ଜ ୱାର୍ଣ୍ଣିଂ। ବିଜୁଳି ଘଡ଼ଘଡ଼ି ସହ କାଳବୈଶାଖୀ ସମ୍ଭାବନା । ୪୦ରୁ ୫୦ କିମି ବେଗରେ ବହିବ ପବନ । ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ସମ୍ଭାବନା। ସୁରକ୍ଷିତ ସ୍ଥାନରେ ରହିବାକୁ ଲୋକଙ୍କୁ ପରାମର୍ଶ।