ଛେଳିଆପଡା ପ୍ୟାରେଡ ପଡିଆ ଠାରେ ୮୮ ତମ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ

ଛେଳିଆପଡା ପ୍ୟାରେଡ ପଡିଆ ଠାରେ ୮୮ ତମ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ

ଅନୁଗୋଳ ଜିଲ୍ଲାର ଛେଳିଆପଡା ପ୍ୟାରେଡ ପଡିଆ ଠାରେ ୮୮ ତମ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହୋଇ ଯାଇଛି। ସୂଚନା ଯେ, ଏହି ୮୮ ତମ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ରେ ମୁଖ୍ୟ ଅତିଥି ଭାବେ ଉତ୍ତର କେନ୍ଦ୍ରାଞ୍ଚଳ ଆରକ୍ଷୀ ଉପ ମହାନିରୀକ୍ଷକ ବ୍ରିଜେଶ କୁମାର ରାୟ ଯୋଗ ଦେଇଥିଲେ। ଏହି ୮୮ ତମ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ରେ କାର୍ଯ୍ୟ ରେ ସଫଳତା ପାଇଁ ଥିବା କର୍ମଚାରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଅତିତିକ୍ତ ଆରକ୍ଷୀ ଅଧିକ୍ଷକ ପ୍ରସନ୍ନ କୁମାର ବିଶ୍ଵାଳଙ୍କ ସହ ଜିଲ୍ଲାର ବହୁ ପଦାଧିକାରୀ କର୍ମଚାରୀ ମାନେ ଯୋଗ ଦେଇଥିଲେ।

Recent Post

Live Cricket Update