ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୧୧ରୁ ହେବ ସକାଳୁଆ ସ୍କୁଲ। ଏପ୍ରିଲ ୩ ତାରିଖରୁ ଚଳିତ ଶିକ୍ଷାବର୍ଷର ପାଠପଢା କାର୍ଯ୍ୟକ୍ରମ ଆରମ୍ଭ।ସକାଳ ୭ଟାରୁ ସାଢ଼େ ୧୧ଟା ଯାଏଁ ସ୍କୁଲରେ ଚାଲିବ ପାଠପଢ଼ା। ପ୍ରଥମ ଶ୍ରେଣୀରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢା ସକାଳୁଆ ହେବ।
WhatsApp us