ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ

ବୌଦ୍ଧ ବ୍ଲକ ଅନ୍ତର୍ଗତ ଗୋଛାପଡ଼ା ଗ୍ରା. ପ. ରେ ଅନୁଷ୍ଠିତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିରକୁ ଆସିଥିବା ୨୮୫ଟି ଅଭିଯୋଗରୁ ୧୩୯ଟି ଅଭିଯୋଗକୁ ତତ୍କାଳ ସମାଧାନ କରିବାସହିତ ୧୩ଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ପାଣ୍ଠି ଓ ୧୬ଙ୍କୁ ଜିଲ୍ଲା ରେଡକ୍ରସ ପାଣ୍ଠିରୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଇଛି ।

Recent Post

Live Cricket Update

You May Like This