Search
Close this search box.

୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବରରେ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି। ଏହି ୩ଟି କେନ୍ଦ୍ର ତମାଣ୍ଡୋ, ମଞ୍ଚେଶ୍ବର ଓ ପାହାଳରେ ପ୍ରତିଷ୍ଠା କରାଯିବ। ଏଥିପାଇଁ ୪୫ଟି ପଦବୀ ମଧ୍ୟ ଅନୁମୋଦନ କରାଯାଇଛି। ପ୍ରତ୍ୟେକ କେନ୍ଦ୍ରରେ ୧୫ ଜଣ ଲେଖାଏ କର୍ମଚାରୀ ରହିବେ।

Recent Post

Live Cricket Update

You May Like This

× How can I help you?