୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବରରେ ୩ଟି ନୂଆ ଅଗ୍ନିଶମ ସେବା କେନ୍ଦ୍ର ପ୍ରତିଷ୍ଠା ପ୍ରସ୍ତାବକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି। ଏହି ୩ଟି କେନ୍ଦ୍ର ତମାଣ୍ଡୋ, ମଞ୍ଚେଶ୍ବର ଓ ପାହାଳରେ ପ୍ରତିଷ୍ଠା କରାଯିବ। ଏଥିପାଇଁ ୪୫ଟି ପଦବୀ ମଧ୍ୟ ଅନୁମୋଦନ କରାଯାଇଛି। ପ୍ରତ୍ୟେକ କେନ୍ଦ୍ରରେ ୧୫ ଜଣ ଲେଖାଏ କର୍ମଚାରୀ ରହିବେ।

Recent Post

Live Cricket Update