ସହିଦ ହୋଇଛନ୍ତି ଓଡିଶାର ବୀର ଯବାନ ଦେବାଶିଷ ବିଶ୍ୱାଳ

ଭୁବନେଶ୍ୱର: ଜମ୍ମୁକାଶ୍ମୀର ପୁଞ୍ଚରେ ଓଡିଆ ଯବାନ ସହିଦ
ସହିଦ ଓଡିଆ ଯବାନ ଦେବାଶିଷ ବିଶ୍ୱାଳ ।
ଜାମ୍ମୁ ଓ କାଶ୍ମୀର ପୁଞ୍ଚରେ ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଛନ୍ତି ଓଡିଶାର ବୀର ଯବାନ ଦେବାଶିଷ ବିଶ୍ୱାଳ । ଦେବାଶିଷଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି- ଦେଶର ସୁରକ୍ଷାରେ ଦେବାଶିଷଙ୍କ ବଳିଦାନ ସର୍ବଦା ସ୍ମରଣୀୟ ରହିବ ।

Recent Post

Live Cricket Update