ଦ୍ବିତୀୟ ପର୍ଯ୍ୟାୟ ‘ସୁଧ ରିହାତି’ ବିତରଣ ର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ରାଜ୍ୟର ୩୫ ଲକ୍ଷରୁ ଉର୍ଦ୍ଧ୍ବ କୃଷକ ପରିବାର ପାଇଁ ସମବାୟ ବ୍ୟାଙ୍କ ଓ ପ୍ରାଥମିକ କୃଷିଋଣ ସମବାୟ ସମିତିମାନଙ୍କୁ ୨୦୨୨-୨୩ ଆର୍ଥିକ ବର୍ଷର ଦ୍ବିତୀୟ ପର୍ଯ୍ୟାୟ ‘ସୁଧ ରିହାତି’ ବିତରଣ କରାଯିବ। ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏହାର ଶୁଭାରମ୍ଭ କରିବେ।

Recent Post

Live Cricket Update

You May Like This