ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ଅବସରରେ ମାନ୍ୟବର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଏଜି ଛକସ୍ଥିତ ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ଯ ଅର୍ପଣ କରିଛନ୍ତି। @IPR_Odisha ଆନୁକୂଲ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ନିର୍ଦ୍ଦେଶକ ଶ୍ରୀ ସରୋଜ ସାମଲଙ୍କ ସମେତ ବିଶିଷ୍ଟ ଅତିଥିମାନ ଉପସ୍ଥିତ ଥିଲେ।
WhatsApp us