ଦନ୍ତେୱାଡା: ଛତିଶଗଡର ଦନ୍ତେୱାଡାରେ ବଡ ଧରଣର ନକ୍ସଲ ଆକ୍ରମଣ ନକ୍ସଲ ଆକ୍ରମଣ । ଆକ୍ରମଣରେ ସହିଦ ହୋଇଛନ୍ତି ୧୧ ଯବାନ । ୧୧ ସହିଦଙ୍କ ମଧ୍ୟରେ ଅଛନ୍ତି ୧୦ ଡିଆଇଜି ଯବାନ ଓ ଜଣେ ଡ୍ରାଇଭର । ଦନ୍ତେୱାଡା ଜିଲ୍ଲା ଅରଣପୁରରେ ହୋଇଥିଲା ଭୟଙ୍କର ଆଇଡି ବିସ୍ଫୋରଣ । ଏହି ବିସ୍ଫୋରଣରେ ୧୧ ଯବାନ ସହିଦ ହୋଇଥିଲେ । ଭୟଙ୍କର ବିସ୍ଫୋରଣରେ ଯବାନଙ୍କ ଗାଡି ଉଡ଼ି ଯାଇଛି ।
WhatsApp us