କେନ୍ଦ୍ର ରେଳମନ୍ତ୍ରୀ ଶ୍ରୀ ଅଶ୍ଵିନୀ ବୈଷ୍ଣବଙ୍କୁ ଚିଠି ଲେଖି ଓଡ଼ିଶାରେ ବନ୍ଦେ ଭାରତ ଏକ୍ସପ୍ରେସ୍ ଚଳାଚଳ ପାଇଁ ଅନୁରୋଧ କଲେ ପରିବହନ ମନ୍ତ୍ରୀ ଟୁକୁନି ସାହୁ । ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ଏବଂ ଏହାର ପୂର୍ଣ୍ଣ କ୍ଷମତା ହାସଲ କରିବା ପାଇଁ ଯୋଗାଯୋଗ ସବୁଠାରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ଅଟେ ବୋଲି କହିଛନ୍ତି ମନ୍ତ୍ରୀ ଟୁକୁନି ସାହୁ।
WhatsApp us