Search
Close this search box.

ଓଡ଼ିଶା ଆସି ରାଷ୍ଟ୍ରପତି ହେବା ପରେ ପ୍ରଥମ ଥର ଜନ୍ମମାଟି ରେ ଦ୍ରୌପଦୀ ମୁର୍ମୁ

ଜନ୍ମମାଟିରେ ମହାମହିମ ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ହେବା ପରେ ଜନ୍ମମାଟିକୁ ପ୍ରଥମ ଗସ୍ତ । ୩ ଦିନିଆ ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି । ସ୍ୱତନ୍ତ୍ର ହେଲିକପ୍ଟରରେ ପହଞ୍ଚିଲେ ଜନ୍ମମାଟିରେ ।

Recent Post

Live Cricket Update

You May Like This

× How can I help you?