ବିଧାୟିକା ଭାବେ ଶପଥ ନେଲେ ଦୀପାଳି ଦାସ୍

ବିଧାୟିକା ଭାବେ ଶପଥ ନେଲେ ଦୀପାଳି ଦାସ୍

ବିଧାୟିକା ଭାବେ ଶପଥ ନେଲେ ଦୀପାଳି ଦାସ।
ବିଧାନସଭାରେ ଶପଥ ପାଠ କରାଇଲେ ଉପବାଚସ୍ପତି ଶ୍ରୀ ରଜନୀକାନ୍ତ ସିଂହ। ଝାରସୁଗୁଡ଼ା ଉପନିର୍ବାଚନରେ ବିଜୟ ପରେ ଶପଥ ନେଲେ* ବିଧାୟିକା ଦୀପାଳୀ ଦାସ୍। ମାଆ ଓ ଭାଇଙ୍କ ସହ ବିଧାନସଭା ଆସି ଶପଥ ନେଲେ। ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ର ଉନ୍ନତି ପାଇଁ କାମ କରିବାକୁ କହିଲେ ଦିପାଳୀ।

Recent Post

Live Cricket Update