ବାହାନଗା ଟ୍ରେନ ଦୁର୍ଘଟଣା – ୨୩୩ ମୃତ

ଭୁବନେଶ୍ୱର: ବାଲେଶ୍ୱର ବାହାନଗାରେ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣାରେ ଏବେ ସୁଦ୍ଧା 233 ଜଣ ଜଣଙ୍କ ମୃତ୍ୟୁ ହୋଇଛି । ଆହୁରି ମୃତ୍ୟୁସଂଖ୍ୟା ବଢିପାରେ ବୋଲି କହିଛନ୍ତି ପ୍ରଦୀପ ଜେନା । ସକାଳୁ ସକାଳୁ ଉଦ୍ଧାର କାର୍ଯ୍ୟ ଜୋରଦାର ହେବାକୁ ଥିବା ବେଳେ ଆହୁରି ଅନେକ ମୃତଦେହ ଉଦ୍ଧାର ହେବାର ଆଶଙ୍କା ରହିଛି । ଉତ୍ତମ ଚିକିତ୍ସା ଯୋଗାଇ ଦେବାକୁ ୭ଟି ସ୍ପେଶାଲିଟି ହସ୍ପିଟାଲ ପ୍ରସ୍ତୁତ ରହିଛି । ଅନ୍ୟପଟେ ଆଜି ସାରା ରାଜ୍ୟରେ ଶୋକ ପାଳନ କରାଯିବ । ଦିନିକିଆ ଶୋକ ପାଳନ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘଟଣା ସ୍ଥଳରେ ପହଞ୍ଚି ଆହତ ମାନଙ୍କୁ ଭେଟିଛନ୍ତି।

Recent Post

Live Cricket Update

You May Like This