ବରଗଡ଼ରେ ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ

ବରଗଡ଼ରେ ମାଲବାହୀ ଟ୍ରେନ୍‌ ଲାଇନଚ୍ୟୁତ, ମେଣ୍ଢାପାଲି ନିକଟରେ ୫ଟି ବଗି ଲାଇନଚ୍ୟୁତ୍‌, ଡୁଙ୍ଗୁରି ଚୂନପଥର ଖଣିରୁ ଆସିବା ବେଳେ ଦୁର୍ଘଟଣା, ଚୂନପଥର ଖଣିରୁ ସିମେଣ୍ଟ କାରଖାନା ଯାଉଥିଲା ମାଲବାହୀ ଟ୍ରେନ, ଦୁର୍ଘଟଣାରେ କେହି ଆହତ ହୋଇ ନଥିବା ସୂଚନା।

Recent Post

Live Cricket Update

You May Like This