ଟାଟା ଷ୍ଟିଲ୍ ମେରାମଣ୍ଡଳୀ ପକ୍ଷରୁ ବିଶ୍ବ ପରିବେଶ ଦିବସ ପାଳନ।

୧୬୦୦ରୁ ଅଧିକ ଚାରା ରୋପଣ।

ପାରିପାଶ୍ୱିର୍କ ଅଂଚଳର ୫୦୦ରୁ ଅଧିକ ସ୍କୁଲ ଛାତ୍ରଛାତ୍ରୀଙ୍କ ଚିତ୍ରାଙ୍କନ ପ୍ରତିଯୋଗିତାରେ ଅଂଶଗ୍ରହଣ


: ଜାତିସଂଘ ପକ୍ଷରୁ ଘୋଷଣା କରାଯାଇଥିବା ବିଷୟ ‘ -ବିଟ୍ ଦି ପ୍ଲାଷ୍ଟିକ୍‌ ’ ଅନୁସାରେ ଟାଟା ଷ୍ଟିଲ୍ ମେରାମଣ୍ଡଳୀ ( ଟିଏସ୍ଏମ୍ ) ପକ୍ଷରୁ ୨୦୨୩ ଜୁନ୍‌ ୫ରେ ବିଶ୍ବ ପରିବେଶ ଦିବସ ପାଳନ କରାଯାଇଛି । ଢେଙ୍କାନାଳ ଜିଲ୍ଲାର ମେରାମଣ୍ଡଳୀ କାରଖାନାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଯେଉଁଠାରେ ଟିଏସଏମ ର ଦୀର୍ଘସ୍ଥାୟୀ ମାସ ପାଳନର ଅଂଶ ସ୍ବରୂପ ବିଭିନ୍ନ ପ୍ରକାରର ସବୁଜ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଟିଏସ୍ଏମ ହାଉସିଂ କଲୋନିରେ ଅନୁଷ୍ଠିତ ଏକ ପୁରସ୍କାର ସମାରୋହ ସହ ଏହି କାର୍ଯ୍ୟକ୍ରମର ସମାପନ ଘଟିଥିଲା । ଏହି ସପ୍ତାହ ଲାଗି ଗ୍ରହଣ କରାଯାଇଥିବା ବିଭିନ୍ନ ଅଭିଯାନରେ କର୍ମଚାରୀ ଓ ଅଂଶୀଦାରମାନଙ୍କ ଉଲ୍ଲେଖନୀୟ ଯୋଗଦାନକୁ ଏହି କାର୍ଯ୍ୟକ୍ରମରେ ପ୍ରଶଂସା କରାଯାଇଥିଲା । ଏହି ଅବସରରେ ଛାତ୍ରଛାତ୍ରୀ ଓ କର୍ମଚାରୀମାନଙ୍କ ମଧ୍ୟରେ ଚିତ୍ରାଙ୍କନ , ପୋଷ୍ଟର , ଫଟୋଗ୍ରାଫି ଓ କୁଇଜ୍ ପ୍ରତିଯୋଗିତା ଭଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପାରିପାର୍ଶ୍ୱର୍କ ଅଂଚଳର ୫୦୦ରୁ ଅଧିକ ଛାତ୍ରଛାତ୍ରୀ ଚିତ୍ରାଙ୍କନ ପ୍ରତିଯୋଗିତାରେ ଭାଗ ନେଇଥିଲେ । ପୁରସ୍କାର ସମାରୋହରେ ସମ୍ମାନିତ ଅତିଥ୍‌ ଭାବେ ଓଡ଼ିଶା ରାଜ୍ୟ ପ୍ରଦୂଷଣ ବୋର୍ଡ ( ଓଏସ୍‌ପିସିବି ) ର ଆଞ୍ଚଳିକ ଅଧିକାରୀ ଡକ୍ଟର ଅନୁପ ମଲ୍ଲିକ , ଟାଟା ଷ୍ଟିଲ୍ ମେରାମଣ୍ଡଳୀର ଉପସଭାପତି ଅପରେସନ୍ସ ତଥା ନିଉ ମ୍ୟାଟେରିଆଲ ବିଜନେସ୍ ଓ ଗ୍ରାଫିନି ସୁବୋଧ ପାଣ୍ଡେ , ମୁଖ୍ୟ – ଆଇରନ୍ ମେକିଂ ଅମିତ କୁମାର ସିଂହ ଓ ଟିଏସ୍ଏମ୍‌ର ମୁଖ୍ୟ – ସେୟାରଡ଼ ସର୍ଭିସେସ୍ ବେଦ ପ୍ରକାଶ ଠାକୁର ଯୋଗ ଦେଇଥିଲେ । ପୂର୍ବରୁ ଅନୁଷ୍ଠିତ ପ୍ରତିଯୋଗିତାର ବିଜେତାମାନଙ୍କୁ ଅତିଥ୍‌ମାନେ ପୁରସ୍କୃତ କରିବା ସହ ସଭାକୁ ସମ୍ବୋଧୃତ କରିଥିଲେ । କଂପାନିର ହାଉସିଂ କଲୋନି ଫାଟକ ବାହାରେ ଅନ୍ୟ ଏକ ବିଶେଷ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା ଯେଉଁଥିରେ କର୍ମଚାରୀ ଓ ତାଙ୍କ ପରିବାର ସଦସ୍ୟମାନେ ପ୍ଲାଷ୍ଟିକ୍ ଆବର୍ଜନା ସଫେଇରେ ଭାଗ ନେଇଥିଲେ । ସେହିପରି ଆୟୋଜିତ ‘ ଗ୍ରୀନାଥନ ’ରେ ୩୦୦ରୁ ଅଧିକ କର୍ମଚାରୀ ଓ ସେମାନଙ୍କ ପରିବାର ସଦସ୍ୟ ଅଂଶଗ୍ରହଣ କରି ପ୍ଲାକାର୍ଡ ଧରି ଓ ପାମ୍ପଲେଟ୍ ବଂଟନ କରି ପ୍ଲାଷ୍ଟିକ୍ ପ୍ରଦୂଷଣ ଉପରେ ସଚେତନତା ସୃଷ୍ଟି କରିଥିଲେ । ଏଥ୍ ସହିତ “ ମିସନ ଲାଇଫ୍ ଓ ସଲିଡ୍ ୱେଷ୍ଟ ମ୍ୟାନେଜମେଟ୍ ” ଉପରେ ଏକ ସଚେତନତା ଅଧବେଶନ କର୍ମଚାରୀମାନଙ୍କ ଲାଗି ଆୟୋଜନ କରାଯାଇଥିଲା ଯେଉଁଥରେ ଡକ୍ଟର ଅନୁପ ମଲ୍ଲିକ ପ୍ରମୁଖ ବକ୍ତା ଭାବେ ଯୋଗ ଦେଇ ଦୀର୍ଘସ୍ଥାୟୀ ବର୍ଜ୍ୟ ପରିଚାଳନା ପ୍ରଥା ଉପରେ ଲୋକମାନଙ୍କୁ ଅବଗତ କରିଥିଲେ | ପୁନଃବନୀକରଣ ଉଦ୍ୟମ ପ୍ରତି ଯୋଗଦାନ ସ୍ବରୂପ ହିନ୍ଦୋଳ ବ୍ଲକ୍‌ର ବ୍ରହ୍ମପୁର ଗ୍ରାମ ନିକଟସ୍ଥ ପରିତ୍ୟକ୍ତ ପଥର ଖାଦାନରେ ଏକ ବୃକ୍ଷରୋପଣ ଅଭିଯାନ ଆୟୋଜନ କରାଯାଇଥିଲା ଯେଉଁଥରେ ଢେଙ୍କାନାଳ ବନ ଖଣ୍ଡର ଅତିରିକ୍ତ ବନ ସଂରକ୍ଷକ ସୁବ୍ରତ ପାତ୍ର , ହିନ୍ଦୋଳ ବନ ଖଣ୍ଡର ରଂଜ୍ ଅଧିକାରୀ ଲୋହିତ ରଥ , ଅନୁଗୁଳ ଏନର୍ଜି ଲିମିଟେଡ୍‌ର ପରିଚାଳନା ନିର୍ଦେଶକ ଶୈଳେଶ ବର୍ମା , ଟିଏସ୍ଏମ୍ର ପରିବେଶ ମୁଖ୍ୟ ଅନୁପ ଶ୍ରୀବାସ୍ତବ ଓ ସ୍ଥାନୀୟ ଗ୍ରାମବାସୀମାନେ ଯୋଗ ଦେଇ ଚାରା ରୋପଣ କରିଥିଲେ ।ଏଥୁ ସହିତ କାରଖାନାର ବିଭିନ୍ନ ବିଭାଗ ବିଶ୍ୱ ପରିବେଶ ଦିବସ ପାଳନ କାର୍ଯ୍ୟକ୍ରମରେ ଯୋଗ ଦେଇ ନିଜ ନିଜ ୟୁନିଟ୍‌ରେ ବୃକ୍ଷରୋପଣ କରିଥିଲେ , ଯାହା ଫଳରେ ୧୬୦୦ରୁ ଅଧିକ ଚାରା ରୋପଣ ହୋଇପାରିଥିଲା । ଏହା ବ୍ୟତୀତ ଶିବପୁର ଗ୍ରାମ ପଂଚାୟତର କରଡ଼ାଗାଡ଼ିଆରେ ଏକ ମାଇକ୍ରୋ କମ୍ପୋଟିଂ ୟୁନିଟ୍‌ର ଉଦ୍‌ଘାଟନ କରାଯାଇଥିଲା । ଟାଟା ସମୂହ ପକ୍ଷରୁ ‘ ନିରନ୍ତରତା ମାସ ‘ ଭାବେ ଜୁନ୍ ମାସ ରେ ଅନେକ କାର୍ଯ୍ୟକ୍ରମ ପାଳନ କରାଯିବ । ଏହି ମାସବ୍ୟାପୀ କାର୍ଯ୍ୟକ୍ରମର ଅଂଶ ଭାବେ ‘ ପ୍ଲାଷ୍ଟିକ୍ ପ୍ରଦୂଷଣ ପାଇଁ ସ୍ମାର୍ଟ ସମାଧାନ ‘ ବିଷୟ ଉପରେ ସଚେତନତା କାର୍ଯ୍ୟକ୍ରମ , ୱେବିନାର ଓ ଅନଲାଇନ୍ କୁଇଜ ଆଦି ଆୟୋଜନ କରିବାର ଯୋଜନା ରହିଛି ।

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech

× How can I help you?