ଆଜି ହେଉଛି ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା। ଏହି ପବିତ୍ର ରଥଯାତ୍ରା ଦେଖିବାକୁ ବଡ଼ଦାଣ୍ଡ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶ୍ରୀଜିଉଙ୍କୁ ଦର୍ଶନ କରିବା ସବ ଭକ୍ତଙ୍କ ସହ ବଡ଼ଦାଣ୍ଡରେ ନନ୍ଦିଘୋଷ ରଥ ଟାଣିଛନ୍ତି ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ।
ଏହି ଅବସରରେ ସାଥିରେ ରାଜ୍ୟପାଳ ଶ୍ରୀ ଗଣେଶୀ ଲାଲ୍ ଓ 5t ସଚିବ ଶ୍ରୀ ଭି କେ ପାଣ୍ଡିଆନ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ନନ୍ଦିଘୋଷ ରଥ ଦଉଡି଼ ଟାଣି ମୁଣ୍ଡିଆ ମାରିଥିଲେ।