ଆଜି ଚନ୍ଦ୍ରକୁ ଯିବ ଚନ୍ଦ୍ରଯାନ-୩

ନୂଆଦିଲ୍ଲୀ: ଆଜି ଚନ୍ଦ୍ରକୁ ଯିବ ଚନ୍ଦ୍ରଯାନ-୩। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସବୁ କିଛି ଠିକଠାକ୍ ଚାଲିଲେ ଅପରାହ୍ଣ ୨ଟା ୩୫ରେ ଶ୍ରୀହରିକୋଟାରୁ ଉତକ୍ଷେପଣ କରାଯିବ ଚନ୍ଦ୍ରଯାନ-୩। ଏଲଭିଏମ-୩ ରକେଟ୍ ଦ୍ୱାରା ମହାକାଶକୁ ପ୍ରେରଣ କରାଯିବ। ୨୦୧୯ରେ ଇସ୍ରୋର ଚନ୍ଦ୍ରଯାନ-୨ ମିଶନ୍ ଅକୃତକାର୍ଯ୍ୟ ହୋଇଥିଲା। ‘ଚନ୍ଦ୍ରଯାନ-୨’ର ବିକ୍ରମ ଲ୍ୟାଣ୍ଡର ଇଞ୍ଜିନରେ ତ୍ରୁଟି କାରଣରୁ ଏହି ମିଶନ୍ ସଫଳ ହୋଇ ନଥିଲା।

Recent Post

Live Cricket Update