ଲଘୁଚାପ ବର୍ଷା ସତ୍ତ୍ୱେ ନରସିଂହପୁର ଗ୍ରାମପଞ୍ଚାୟତରେ ଆକାଶଙ୍କ ମିଶନ୍‍ ସବୁଜ କୋରେଇ କାର୍ଯ୍ୟକ୍ରମ ଅନୁଷ୍ଠିତ

ଲଘୁଚାପ ବର୍ଷା ସତ୍ତ୍ୱେ ନରସିଂହପୁର ଗ୍ରାମପଞ୍ଚାୟତରେ ଆକାଶଙ୍କ ମିଶନ୍‍ ସବୁଜ କୋରେଇ କାର୍ଯ୍ୟକ୍ରମ ଅନୁଷ୍ଠିତ

କୋରେଇ/ରସୁଲପୁର, ୧୯/୦୭ : ଆଜି ସକାଳ ୧୦ଘଟିକା ସମୟରେ କୋରେଇ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ରସୁଲପୁର ବ୍ଲକ୍‍ ନରସିଂହପୁର ଗ୍ରାମପଞ୍ଚାୟତ ମଦନମୋହନଜୀଉ ମଠ, ନରସିଂହପୁର ସରକାରୀ ଉଚ୍ଚବିଦ୍ୟାଳୟ, ନରସିଂହପୁର ମହାବୀର କ୍ଲବ୍‍, ନରସିଂହପୁର ରାଜସ୍ୱ ନିରୀକ୍ଷକ କାର୍ଯ୍ୟାଳୟ ପ୍ରାଙ୍ଗଣରେ କୋରେଇର ପୂର୍ବତନ ବିଧାୟକ, ବର୍ତ୍ତମାନ ଓଡିଶା ସରକାରଙ୍କର ମୋ କଲେଜ ଅଧ୍ୟକ୍ଷ ଶ୍ରୀଯୁକ୍ତ ଆକାଶ ଦାସନାୟକଙ୍କ “ମିଶନ୍‍ ସବୁଜ କୋରେଇ” ଅଭିଯାନରେ ୧୦୦ ବୃକ୍ଷରୋପଣ କରାଯାଇଥିଲା । ବୃକ୍ଷରୋପଣ କାର୍ଯ୍ୟକ୍ରମ ଶେଷପରେ ନରସିଂହପୁର ଓ ହରିପୁର ଗ୍ରାମରେ ଘରେ ଘରେ ୧୦୦୦ ବୃକ୍ଷ ବଣ୍ଟନ କରାଯାଇଥିଲା । ପିଜୁଳି, ଓଉ, ଆମ୍ବ, ପଣସ, ଶାଗୁଆନ୍‍, ଆତ, କାଜୁ, ଦେବଦାରୁ, ଆକାଶିଆ ଆଦି ବିଭିନ୍ନ ପ୍ରକାର ଫଳବୃକ୍ଷ ବଣ୍ଟନ କରାଯାଇଥିଲା । ଏହି ପରିପ୍ରେକ୍ଷୀରେ ଶ୍ରୀ ଦାସନାୟକ କହିଥିଲେ – ପରିବେଶ କହିଲେ ସାଧାରଣତଃ ପ୍ରକୃତି ସହିତ ଜୀବନ ଧାରଣର ମାନଦଣ୍ଡକୁ ବୁଝାଏ । ବିଶ୍ୱନିୟନ୍ତା ଇଶ୍ୱର ସୃଷ୍ଟିର ପ୍ରାରମ୍ଭରୁ ଜୀବନ ଧାରଣ ନିମନ୍ତେ ଅଗି୍ନ, ଜଳ, ବାୟୁ, ମାଟି ଓ ଆଲୋକ ଭଳି ପ୍ରାକୃତିକ ତତ୍ତ୍ୱଗୁଡିକ ନିଃଶୁଳ୍କ ମୂଲ୍ୟରେ ଯୋଗାଇଦେଇଛନ୍ତି । ଯାହାଦ୍ୱାରା ପୃଥିବୀପୃଷ୍ଠରେ ଜୀବଜଗତ ତିଷ୍ଠି ରହିପାରିଛି । ଉକ୍ତ ୫ଟି ଉପାଦାନକୁ ନେଇ ପରିବେଶ ଗଠନ ହୋଇଅଛି । ଈଶ୍ୱର ଜୀବଜଗତ ବଞ୍ôଚରହିବା ପାଇଁ ଗଛଲତା, ନଦୀ, ସମୁଦ୍ର ଆଦି ସୃଷ୍ଟି କରିଛନ୍ତି । ଯାହାକି ଜୀବଜଗତକୁ ଜୀବନଧାରଣ ନିମନ୍ତେ ଅମ୍ଳଜାନ, ଔଷଧ, ଖାଦ୍ୟ ଓ ବାସସ୍ଥାନ ଯୋଗାଇଆସିଛି । କିନ୍ତୁ ମନୁଷ୍ୟ ଲୋଭ ଓ ସ୍ୱାର୍ଥସାଧନ ନିମନ୍ତେ ଦିନକୁ ଦିନ ପ୍ରକୃତି ଓ ପରିବେଶ ଉପରେ ଦାଉ ସାଧୁଛି । ନିଜର ସ୍ୱାର୍ଥ ସାଧନ ନିମନ୍ତେ ଅବାଧ ଗଛକଟା ଯୋଗୁ ଦିନକୁ ଦିନ ଗ୍ଲୋବାଲ ୱାର୍ମିଂ ପ୍ରଭାବ ବଢିବଢି ଚାଲିଛି । ଫଳସ୍ୱରୂପ ଦିନ ତାପମାତ୍ର ବଢିଚାଲିଥିବାବେଳେ ବର୍ଷାର ପରିମାଣ କମିକମି ଆସିଲାଣି । ମଣିଷ ସମେତ ସମଗ୍ର ଜୀବଜଗତର ଜୀବନ ଧାରଣ ନିମନ୍ତେ ଶୁଦ୍ଧ ଅମ୍ଲଜାନର ଆବଶ୍ୟକତା ରହିଛି । କିନ୍ତୁ ଅବାଧ ଗଛକଟା ସହିତ କଳକାରଖାନା ଓ ଗାଡିମଟରର ଅହେତୁକ ସଂଖ୍ୟା ବୃଦ୍ଧି ବାୟୂମଣ୍ଡଳରେ ଅଙ୍ଗାରକାମ୍ଳ ଓ କାର୍ବନ ମନୋକ୍ସାଇଡ୍‍, କ୍ଲୋରୋଫ୍ଲୋରୋ କାର୍ବନ, ମିଥେନ୍‍, ନାଇଟ୍ରସ୍‍ ଅକ୍ସାଇଡ୍‍ ଭଳି ବିଷାକ୍ତ ଗ୍ୟାସ ବୃଦ୍ଧି କରିଥାଏ । ଫଳସ୍ୱରୂପ ବାୟୂମଣ୍ଡଳରେ ଥିବା ଓଜୋନ୍‍ ସ୍ତରରେ ରନ୍ଧ୍ର ହେବାଯୋଗୁଁ ସୂର୍ଯ୍ୟଙ୍କ ଠାରୁ ବିକିରଣ ହେଉଥିବା ଅତି ବାଇଗଣୀ ରଶ୍ମି ପୃଥିବୀପୃଷ୍ଠରେ ପଡିଥାଏ । ଯାହାକି ତାପମାତ୍ରା ବୃଦ୍ଧି ସହିତ ଚର୍ମକର୍କଟ ଭଳି ରୋଗକୁ ସୃଷ୍ଟି କରିଥାଏ । ଆସନ୍ତୁ ସମସ୍ତଙ୍କ ସହଯୋଗରେ ବୃକ୍ଷରୋପଣ କରିବା । କୋରେଇକୁ ସବୁଜସୁନ୍ଦର କରି ଗଢିତୋଳିବା । ଆଗାମୀ ଦିନରେ କୋରେଇ ନିର୍ବାଚନ ମଣ୍ଡଳୀର ପ୍ରତ୍ୟେକ ଘରେ ଘରେ ଗଛ ପହଞ୍ଚାଇବା ପାଇଁ ଶ୍ରୀ ଦାସନାୟକ ପ୍ରୟାସ ଜାରି ରଖିଛନ୍ତି । ଏହି କାର୍ଯ୍ୟକ୍ରମରେ ୩୩ନଂ ଜିଲ୍ଲା ପରିଷଦ ସଭ୍ୟ ଶିଶିର ମହାନ୍ତି, ପୂର୍ବତନ ସରପଞ୍ଚ ତଥା ନରସିଂହପୁର ଗ୍ରାମପଞ୍ଚାୟତର ବିଜେଡି ସଭାପତି ଭାସ୍କର ଚନ୍ଦ୍ର ସାହୁ, ପୂର୍ବତନ ସରପଞ୍ଚ ପ୍ରଭାସିନୀ ନାୟକ, ସମାଜସେବୀ ପ୍ରହଲ୍ଲାଦ ପଣ୍ଡା, ସୁବାଷ ନାୟକ, ଜୟନ୍ତ ନାୟକ, ପଦ୍ମଲୋଚନ ନାୟକ, ଗୋପାଳ ନାୟକ, ଆତୁଳ ବାରିକ, ରବିନ୍ଦ୍ର ବେହୁରିଆ, ହଳଧର ମହାନ୍ତି, ରତ୍ନାକର ସାହୁ, ପ୍ରମୋଦ ଜେନା, ସମରେନ୍ଦ୍ର ଜେନା, ସୁରେଶ ନାୟକ, ପବନ ବାରିକ, ଗୌରାଙ୍ଗ ମିଶ୍ର, ଗଣେଷ ସାହୁ, ରବିନ୍ଦ୍ର ସାହୁ ପ୍ରମୁଖ ସହଯୋଗ କରିଥିଲେ ।

ଯାଜପୁରରୁ ଜିଲ୍ଲା ପ୍ରତିନିଧି ସରୋଜ କୁମାର ସାହୁଙ୍କ ରିପୋର୍ଟ ଜାଗ୍ରତ ଭାରତ ନ୍ୟୁଜ

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech

× How can I help you?