ଅସ୍ତ ହୋଇଗଲେ ସୂର୍ଯ୍ୟ, ଶେଷ ନିଃଶ୍ୱାସ ତ୍ୟାଗ କଲେ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର

ଭୁବନେଶ୍ୱର : ପୂର୍ବତନ ବାଚସ୍ପତି, ମନ୍ତ୍ରୀ, ଦିଗପହଣ୍ଡିର ବିଧାୟକ ତଥା ବରିଷ୍ଠ ନେତା ଶ୍ରୀ ସୂର୍ଯ୍ୟନାରାୟଣ ପାତ୍ର ଙ୍କର ଦେହାନ୍ତ ହୋଇଯାଇଛି l ବହୁ ବାର ବିଧାନ ସଭାକୁ ନିର୍ବାଚିତ ହେବା ସହ ବିଭିନ୍ନ ସମୟରେ ରାଜ୍ୟ ସରକାରଙ୍କ ରାଜସ୍ବ, ଜଙ୍ଗଲ, ପରିବେଶ, ମତ୍ସ୍ୟ, ପ୍ରାଣୀ ସମ୍ପଦ, ସଂସ୍କୃତି, ସୂଚନା ଓ ଲୋକସମ୍ପର୍କ, ସୂଚନା ଓ ପ୍ରଯୁକ୍ତି ଶକ୍ତି ଆଦି ଏକାଧିକ ବିଭାଗରେ ମନ୍ତ୍ରୀ ହୋଇଥିଲେ l

ତାଙ୍କର ବିୟୋଗରେ ମୁଖ୍ୟମନ୍ତ୍ରୀ ସମେତ ବହୁ ରାଜନେତା ଓ ପ୍ରଭାବଶାଳୀ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି।

Recent Post

Live Cricket Update