ଅକ୍ଟୋବର ୨ରୁ ଜିଲ୍ଲାରେ ଗଡିବ ସାଇବର ସଚେତନତା ରଥ

ଅକ୍ଟୋବର ୨ରୁ ଜିଲ୍ଲାରେ ଗଡିବ ସାଇବର ସଚେତନତା ରଥ,

ଲୋକଙ୍କ ମଧ୍ୟରେ ସାଇବାର ଅପରାଧ ସଚେତନା ପାଇଁ ଏସପି ଙ୍କ କାର୍ଯ୍ୟାଳୟ ଠାରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ.

ବ୍ରହ୍ମପୁର,(ରୂପକ ମହାନ୍ତି )ରାଜ୍ୟରେ ସାଇବର ଅପରାଧ ବଢ଼ି ଚାଲିଥିବାବେଳେ ଅପରାଧୀଙ୍କ କବଳରୁ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ସରକାର ସଚେତନତା ଉପରେ ଗୁରୁତ୍ୱ ଦେଇଛନ୍ତି। ସେପ୍ଟେମ୍ବର ୩୦ରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ସାଇବର ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହେବ। ଆସନ୍ତା ଅକ୍ଟୋବର ୨ ତଥା ଗାନ୍ଧୀ ଜୟନ୍ତୀରୁ ପ୍ରତ୍ୟେକ ଜିଲା ସଦର ମହକୁମାରେ ସାଇବର ସଚେତନତା ରଥ ଗଡ଼ିବ।କୌଣସି ବ୍ୟକ୍ତି ସାଇବର ଜନିତ ଅପରାଧ ସଂପର୍କରେ ଅଭିଯୋଗ କରିବାକୁ ହେଲେ ୧୯୩୦ ସହ ଯୋଗାଯୋଗ କରି ଅଭିଯୋଗ କରିପାରିବେ। ଆର୍ଥିକ, ମହିଳା ଓ ଶିଶୁମାନଙ୍କ ଉପରେ ଯୌନଜନିତ ସାଇବର ଅପରାଧ ବୃଦ୍ଧି ପାଉଥିବାରୁ ଏହାକୁ ନିୟନ୍ତ୍ରଣ କରିବା ଲାଗି ରାଜ୍ୟ ସରକାର ଏହି ପଦକ୍ଷେପ ନେଇଛନ୍ତି। ୨ଟି ରଥ ବ୍ରହ୍ମପୁର ଓ ଗଞ୍ଜାମ ପୁଲିସ ଜିଲ୍ଲାର ବ୍ରହ୍ମପୁର ସହର ସମେତ ଉପକଣ୍ଠରେ ବିଭିନ୍ନ ସ୍କୁଲ, କଲେଜ ଓ ପଞ୍ଚାୟତ ବୁଲିବ। ଜିଲା, ଉପଖଣ୍ଡ ଏବଂ ପଞ୍ଚାୟତ ସ୍ତରରେ ଜନପ୍ରତିନିଧି, ବିଧାୟକ, ସ୍ବେଚ୍ଛାସେବୀ ସଙ୍ଗଠନ, ଆଶାକର୍ମୀ, ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଏଥିରେ ସାମିଲ କରାଯିବ।
ଆସନ୍ତା ଅକ୍ଟୋବର ୨ତଥା ଗାନ୍ଧୀ ଜୟନ୍ତୀ ଦିନ ବ୍ରହ୍ମପୁର ପୁଲିସ ପୁଲିସ ପକ୍ଷରୁ ଗୋଟିଏ ସାଇବାର ରଥ ସ୍ଥାନୀୟ ପୁଲିସ ମୁଖ୍ୟାଳୟ କିମ୍ବା ଗାନ୍ଧୀ ନଗର ଛକରୁ ଶୁଭାରମ୍ଭ ହେବ । ଏହି ଉତ୍ସବରେ ଜନପ୍ରତିନିଧି, ବିଧାୟକ, ସ୍ବେଚ୍ଛାସେବୀ ସଙ୍ଗଠନ, ଆଶାକର୍ମୀ, ଅଙ୍ଗନଓ୍ବାଡି କର୍ମୀମାନ ଓ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ରହିବେ ବୋଲି ଜଣାପଡ଼ିଛି । ଏ ନେଇ ବ୍ରହ୍ମପୁର ପୁଲିସ ପକ୍ଷରୁ ବର୍ତ୍ତମାନ ରୋଡ଼ ମ୍ୟାପ ଚାଲିଛି । ରୋଡ଼ ମ୍ୟାପ ଆନୁଯାୟୀ ଏହି ରଥ ବୁଲି ବୁଲି ସାଇବର ଅପରାଧ ସଂପର୍କିତ ସଚେତନତା ବାର୍ତ୍ତା ପ୍ରଦାନ କରିବ ବୋଲି ଜଣାପଡ଼ିଛି । ଏହି ପରିପ୍ରେକ୍ଷୀରେ ସ୍କୁଲ, କଲେଜ ଛାତ୍ରୀଛାତ୍ରଙ୍କ ମଧ୍ୟରେ ସଚେତନତା ନିମନ୍ତେ କୁଇଜ୍‌ ପ୍ରତିଯୋଗିତା, କ୍ଷୁଦ୍ର ନାଟକ, ପଦଯାତ୍ରା, ଗଣଦୌଡ଼, ସାଇକେଲ ଯାତ୍ରା, ପ୍ରାଚୀର ପେଣ୍ଟିଂ, ଗଣମାଧ୍ୟମରେ ପ୍ରଚାର କରାଯିବ ବୋଲି ଜଣାପଡ଼ିଛି । ଏଟିଏମ୍‌ଜନିତ ଠକେଇ, ଇଣ୍ଟରନେଟ୍‌ର ଠିକ୍‌ ବ୍ୟବହାର,ସୁରକ୍ଷିତ ଆର୍ଥିକ କାରବାର, ଫେସ୍‌ ବୁକ୍‌, ୟୁଟ୍ୟୁବ୍‌ ଆଦି ସାମାଜିକ ଗଣମାଧ୍ୟମର ବ୍ୟବହାରରେ ଆପରାଧିକ କାର୍ଯ୍ୟକଳାପରେ ରୋକ ଲଗାଇବା ପାଇଁ ଲୋକଙ୍କୁ ସଚେତନ କରାଯିବ। ଏଥିପାଇଁ ସ୍କୁଲ ଓ ଗଣଶିକ୍ଷା, ଉଚ୍ଚ ଶିକ୍ଷା,ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ସୂଚନା ଓ ଲୋକସମ୍ପର୍କ ବିଭାଗ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ, ଇଲେକ୍ଟ୍ରୋନିକ୍ସ ଓ ଆଇଟି ବିଭାଗ, ମିଶନ ଶକ୍ତି ବିଭାଗଗୁଡିକୁ ସକ୍ରିୟ ସହଯୋଗ କରିବାକୁ ନିର୍ଦ୍ଦେଶ ହୋଇଛି । ଏହି ରଥ ପ୍ରତ୍ୟେକ ଥାନା ଅଞ୍ଚଳକୁ ଗସ୍ତ କରି ଭିଡିଓ/ଅଡିଓ ଜରିଆରେ ସଚେତନତା ବାର୍ତ୍ତା ପ୍ରଦାନ କରିବ। ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରର କାନ୍ଥରେ ପେଣ୍ଟିଂ ମାଧ୍ୟମରେ ସଚେତନତା ସୃଷ୍ଟି କରାଯିବ। ବିଦ୍ୟାଳୟସ୍ତରରେ ଅଭିଭାବକ-ଶିକ୍ଷକ ମାନଙ୍କ ବୈଠକରେ ସାଇବର ଅପରାଧ ପ୍ରତି ସଚେତନ ରହିବାକୁ ମଧ୍ୟ ଆଲୋଚନା ହେବ। ଏଟିଏମ୍ ଜନିତ ଠକେଇ, ଇଣ୍ଟରେନେଟର ସଠିକ୍ ବ୍ୟବହାର, ସୁରକ୍ଷିତ ଆର୍ଥିକ କାରବାର, ଫେସ୍ ବୁକ୍, ୟୁ ଟୁବ୍ ଆଦି ସାମାଜିକ ଗଣମାଧ୍ୟମର ବ୍ୟବହାରରେ ଅପରାଧିକ କାର୍ୟ୍ୟକଳାପକୁ ରୋକିବା ଆଦି ବିବିଧ ସାଇବର ଠକେଇ ଓ ଅପରାଧ ସଂପର୍କରେ ସଚେତନ କରାଯିବ। ଏହି କାର୍ୟ୍ୟକ୍ରମକୁ ଅଧିକ ବ୍ୟାପକ କରିବା, ସାଇବର ଅପରାଧକୁ ରୋକିବା ଏବଂ ତଥ୍ୟର ସୁରକ୍ଷା ସଂପର୍କରେ ବୈଷୟିକ ଜ୍ଞାନ ଥିବା ସଂସ୍ଥା ତଥା ବିଶେଷଜ୍ଞମାନଙ୍କ ସହଯୋଗ ନିଆଯିବ ବୋଲି ଜଣାପଡିଛି । ରାଜ୍ୟ ସରକାରଙ୍କ ତରଫରୁ ବିଭିନ୍ନ ବିଭାଗରେ ସ୍ୱଚ୍ଛତା ଅବଲମ୍ବନ ପୂର୍ବକ ବ୍ୟାପକ ନିଯୁକ୍ତି ପ୍ରକ୍ରିୟା ଜାରି ରହିଥିବାରୁ ନିଯୁକ୍ତି ଆଶାୟୀମାନେ ଯେପରି ବିଭିନ୍ନ ପ୍ରକାର ଗୁଜବ ଏବଂ ଠକାମିର ଶିକାର ନହୁଅନ୍ତି, ସେ ନେଇ ସଚେତନ ବାର୍ତ୍ତା ଦେବ ଏହି ରଥ । ଏହି ସାଇବାର ଅପରାଧ ସଚେତନାତା କାର୍ଯ୍ୟକର୍ମରେ ବ୍ରହ୍ମପୁର ଉପଜିଲ୍ଲାପାଳ ଶ୍ରୀ କୁଲକରନି ଆଶୁତୋଷ ,ବିଇଏମସି କମିଶନର ଜେ. ସୋନାଲ ଓ ବ୍ରହ୍ମପୁର ଏସପି ଡ଼.ଶ୍ରାବଣା ବିବେକ ଏମ ଯୋଗ ଦେଇଥିଲେ.

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech

× How can I help you?