ବଢ଼ିଲା ମାଟ୍ରିକ ଫର୍ମ ପୂରଣ ଅବଧି
ଘୁଞ୍ଚିଲା ମାଟ୍ରିକ ଓ SOSC ପରୀକ୍ଷା ପାଇଁ ଫର୍ମ ପୂରଣ ଶେଷ ତାରିଖ। ଅକ୍ଟୋବର ୫ ଯାଏ ଛାତ୍ରଛାତ୍ରୀ କରିପାରିବେ ଫର୍ମ ପୂରଣ। SOSC-ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା । ଏହା ପରେ ଆଉ ଅବଧି ବଢ଼ିବନି: ବୋର୍ଡ କର୍ତ୍ତୃପକ୍ଷ ।