ପିଏମ୍ ବିଦ୍ୟାଲକ୍ଷ୍ମୀ ଯୋଜନାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରି

ଦେଶର ୮୬୦ ଉଚ୍ଚ ଶିକ୍ଷାନୁଷ୍ଠାନରେ ପଢୁଥିବା ଛାତ୍ରଛାତ୍ରୀଙ୍କୁ ମିଳିବ ଋଣ, ପ୍ରତିବର୍ଷ ଉପକୃତ ହେବେ ୨୨ ଲକ୍ଷରୁ ଅଧିକ ବିଦ୍ୟାର୍ଥୀ – ଧର୍ମେନ୍ଦ୍ର ପ୍ରଧାନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ମୋଟ ୩,୬୦୦ କୋଟି ଟଙ୍କା ବ୍ୟୟରେ ପିଏମ ବିଦ୍ୟାଲକ୍ଷ୍ମୀ ଯୋଜନାକୁ ମଞ୍ଜୁର ମିଳିଛି । ଉଚ୍ଚ ଶିକ୍ଷା କ୍ଷେତ୍ରରେ ମେଧାବୀ ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ନିମନ୍ତେ ଏହି ଯୋଜନାକୁ ମଞ୍ଜୁର କରିଥିବାରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।ଶ୍ରୀ ପ୍ରଧାନ ଏ ସମ୍ପର୍କରେ ଟ୍ୱିଟ୍ କରିଛନ୍ତି ଯେ ଭାରତର ପ୍ରତିଭାବାନ ଯୁବକ ଯୁବତୀମାନଙ୍କ ପାଇଁ ଏକବିଂଶ ଶତାବ୍ଦୀର ସାର୍ବଜନୀନ ଉଚ୍ଚଶିକ୍ଷା ଉପଲବ୍ଧି କରାଇବା ହେଉଛି ପ୍ରଧାନମନ୍ତ୍ରୀ ମୋଦୀଙ୍କ ଗ୍ୟାରେଣ୍ଟି । ୩,୬୦୦ କୋଟି ଟଙ୍କା ବ୍ୟୟରେ ପିଏମ ବିଦ୍ୟାଲକ୍ଷ୍ମୀକୁ ମଞ୍ଜୁର ଦେବା ଦ୍ୱାରା ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ଉଚ୍ଚଶିକ୍ଷା କ୍ଷେତ୍ରରେ ଥିବା ପ୍ରତିବନ୍ଧକ ଦୂର ହେବ ଏବଂ ଆମ ଯୁବଶକ୍ତି ସେମାନଙ୍କ ସ୍ୱପ୍ନ ପୂରଣ କରିବାରେ ସକ୍ଷମ ହେବେ । ପିଏମ୍ ବିଦ୍ୟାଲକ୍ଷ୍ମୀ ଅଧୀନରେ ବିନା ବନ୍ଧକରେ ଏବଂ ଗ୍ୟାରେଣ୍ଟର ମାଗଣା ଶିକ୍ଷା ଋଣ ; ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ଉଚ୍ଚଶିକ୍ଷାର ସୁବିଧାକୁ ଅଧିକରୁ ଅଧିକ ଉପଲବ୍ଧ କରାଇବ । ଆର୍ଥିକ ଅଭାବ ଅନଟନ ମଧ୍ୟରେ ଥିବା ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷା ଗ୍ରହଣ କରିବାରେ କୌଣସି ବାଧା ସୃଷ୍ଟି କରିବ ନାହିଁ । ବାର୍ଷିକ ୮ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ପାରିବାରିକ ଆୟ ଥିବା ଛାତ୍ରଛାତ୍ରୀ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଶିକ୍ଷା ଋଣ ଉପରେ ୩% ସୁଧ ରିହାତି ପାଇବାକୁ ଯୋଗ୍ୟ ବିବେଚିତ ହେବେ । ୭.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ରାଶି ପାଇଁ ଭାରତ ସରକାର ୭୫% କ୍ରେଡିଟ୍ ଗ୍ୟାରେଣ୍ଟି ପ୍ରଦାନ କରିବେ, ଯାହା ବ୍ୟାଙ୍କଗୁଡ଼ିକୁ ସେମାନଙ୍କ ନେଟଓ୍ୱାର୍କ ବିସ୍ତାର କରିବାରେ ସାହାଯ୍ୟ କରିବ । ସ୍ୱଚ୍ଛ, ପାରଦର୍ଶୀ, ବିଦ୍ୟାର୍ଥୀ ସହଯୋଗୀ ଏବଂ ଡିଜିଟାଲ ଆପ୍ଲିକେସନ ପ୍ରକ୍ରିୟା ମାଧ୍ୟମରେ ସମସ୍ତ ବ୍ୟାଙ୍କ୍ ଦ୍ୱାରା ଶିକ୍ଷା ଋଣ ପ୍ରଦାନ କରାଯିବ । ନ୍ୟାସନାଲ ଇନଷ୍ଟିଚ୍ୟୁସନାଲ ରାଙ୍କିଂ ଫ୍ରେମଓ୍ୱାର୍କ(ଏନଆଇଆରଏଫ) ଆଧାରରେ ଦେଶର ଶ୍ରେଷ୍ଠ ୮୬୦ ଉଚ୍ଚ ଶିକ୍ଷାନୁଷ୍ଠାନରେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ଅଧୀନରେ ଶିକ୍ଷା ଋଣ ପ୍ରଦାନ କରାଯିବ, ଯେଉଁଥିରେ ପ୍ରତିବର୍ଷ ୨୨ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀମାନେ ସାମିଲ ହେବେ । ମେଧାବୀ ଛାତ୍ରଛାତ୍ରୀଙ୍କୁ ଆର୍ଥିକ ସହାୟତା ଜାତୀୟ ଶିକ୍ଷା ନୀତିର ଏକ ପ୍ରମୁଖ ସୁପାରିସ । ପ୍ରଧାନମନ୍ତ୍ରୀ ବିଦ୍ୟାଲକ୍ଷ୍ମୀ ଜାତୀୟ ଶିକ୍ଷା ନୀତିକୁ କାର୍ଯ୍ୟକାରୀ କରାଇବା ଦିଗରେ ଆଉ ଏକ ଠୋସ୍ ପଦକ୍ଷେପ । ପିଏମ ବିଦ୍ୟାଲକ୍ଷ୍ମୀ ଗରିବ ଓ ମଧ୍ୟବିତ୍ତ ଶ୍ରେଣୀର ଲକ୍ଷ ଲକ୍ଷ ଛାତ୍ରଛାତ୍ରୀଙ୍କୁ ସଶକ୍ତ କରିବ ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ କହିଛନ୍ତି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech

× How can I help you?