ସଡ଼କ ଦୁର୍ଘଟଣାରେ ଯୁବକ ଗୁରୁତର
କଳିଙ୍ଗନଗର ଥାନା ଅନ୍ତର୍ଗତ ଡ଼ୁବୁରୀ ଛକ ରାସ୍ତାରେ ଏକ ବାଇକ ର ଦୁର୍ଘଟଣା ଘଟି ଜଣେ ଯୁବକ ଗୁରୁତର ହୋଇଛନ୍ତି.. ସୂଚନା ମୁତାବକ କଳିଙ୍ଗନଗର ପୋଲିସ ସହାୟତା ରେ ଯୁବକ ଜଣଙ୍କୁ ଉଦ୍ଧାର କରାଯାଇ ସୁକିନ୍ଦା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।
ବ୍ୟୁରୋ ରିପୋର୍ଟ