ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଳକ ଅନ୍ତର୍ଗତ ଚିକଣା ପଞ୍ଚାୟତର ମୃତ ଚାଷୀ ମଣିରାମ ମହାନ୍ତିଙ୍କ ପରିବାରକୁ ଭେଟିଲେ ବିଂଝାରପୁର ବିଧାୟିକା ପ୍ରମିଳା ମଲ୍ଲିକ ଓ ତାଙ୍କ ପରିବାରକୁ କ୍ଷତିପୂରଣ ଓ ପରିବାରର ଜଣକୁ ଚାକିରୀ ଦେବାକୁ ଯାଜପୁର ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ ଓ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ l
ଯାଜପୁର ରୁ ସରୋଜ କୁମାର ସାହୁଙ୍କ ରିପୋର୍ଟ ଜାଗ୍ରତ ଭାରତ ନ୍ୟୁଜ
/ January 20, 2025
No Comments