ପୁଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ : ୩ ମାଓବାଦୀ ନିହତ
ଭୂବନେଶ୍ୱର, ୦୩/୦୧ : ଛତିଶଗଡ଼ର ସୋରନାମାଲ ଜଙ୍ଗଲରେ ପୁଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଡିଆରଜି, ଏସଟିଏଫ ଓ ସିଆରପିଏଫ ଯବାନଙ୍କ ଗୁଳିରେ ୩ ଜଣ ମାଓବାଦୀ ନିହତ ହୋଇଛନ୍ତି। ପ୍ରାୟ ୩ ଶହ ଯବାନ ରାତିରେ ତଲାସୀ ଅଭିଯାନ ଆରମ୍ଭ କରିଥିଲେ। ଓଡ଼ିଶାର ନବରଙ୍ଗପୁରରୁ ଯାଇଥିବା ଯବାନ ମଧ୍ୟ ଘେରାବନ୍ଦୀ କରିଛନ୍ତି।
ବିଶ୍ବସ୍ତ ସୂତ୍ରରୁ ସୂଚନା ପାଇବା ପରେ ତଲାସୀ ଅଭିଯାନ ଆରମ୍ଭ କରାଯାଇଥିଲା।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://jagratbharatnews.in/wp-content/uploads/2025/11/Picsart_25-11-05_07-59-52-526-3.jpg)

