ଭୂବନେଶ୍ୱର, ୦୭/୦୧ : ଆସନ୍ତାକାଲି ଠାରୁ ଆରମ୍ଭ ହେବ ପ୍ରବାସୀ ଭାରତୀୟ ଦିବସ । ତିନିଦିନିଆ ମେଗା ଇଭେଣ୍ଟ ସଜେଇ ହୋଇଛି ରାଜଧାନୀ ଭୁବନେଶ୍ବର । ଓଡ଼ିଆ ସଂସ୍କୃତିି ଅନୁଯାୟୀ ପ୍ରବାସୀଙ୍କୁ ସ୍ବାଗତ କରାଯିବ । ପର୍ଯ୍ୟଟନ, ବାଣିଜ୍ୟ, ଶିଳ୍ପ ପାଇଁ ବିଭିନ୍ନ ସେସନ୍ ରହିବ । ମେଗା ଇଭେଣ୍ଟକୁ ସଫଳ କରିବାକୁ ରାଜ୍ୟ ସରକାରଙ୍କ କସରତ ଜାରି ରହିଛି ।