ଢେଙ୍କାନାଳ: କୈବଲ୍ୟ ବଜାର ସ୍ଥିତ ସିଦ୍ଧ ବଳରାମ ଜୀଉଙ୍କ ମନ୍ଦିର ରେ ଆଜି ମାଘ ମାସ ର ଷଟ୍ ତିଳା ଏକାଦଶୀ ନୀତି ପାଳିତ। ସକାଳୁ ମଙ୍ଗଳ ଆଳତୀ, ମହାସ୍ନାନ, ବସ୍ତ୍ର, ତୁଳସୀ ହାର, ଫୁଲ ହାର ଲାଗି ହୋଇଥଲା । ବଲ୍ଲଭ ଭୋଗ ଲାଗି, ଦଶଟା ବେଳେ ଖେଚୁଡ଼ି ଭୋଗ,ମଧ୍ୟାହ୍ନ ରେ ଅର୍ଣ୍ଣ ଧୂପ, ସଂଧ୍ୟା ବେଳେ ଆଳତୀ, ରାତ୍ର ରେ ରାତ୍ର ଧୂପ, ଏକାଦଶୀ ବେଢ଼ା ମହାଦୀପ ମନ୍ଦିର ଉପରକୁ ଉଠିବ ପରେ ପହଡ଼ ପଡ଼ିବ। ପୂଜକ ମଳୟ କର ଓ ମନସୁମନ୍ ମିଶ୍ର,ପାଳିଆ ସେବକ ଶମ୍ଭୁନାଥ ମହାପାତ୍ର, ବ୍ରଜମୋହନ ମୋହନ ମହାପାତ୍ର, କାହାଳୀଆ ଟିକନ ବେହେରା ଓ ଜୀମାଦାର ଶ୍ୟାମ ସୁନ୍ଦର ପାଣିଗ୍ରାହୀଙ୍କ ଉପସ୍ଥିତି ରେ ଏହି ମାଘ ମାସ ର ଷଟ୍ ତିଳା ର ଏକାଦଶୀ ନୀତି ପାଳିତ ହୋଇଯାଇଛି ।

November 8, 2025/
No Comments
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://jagratbharatnews.in/wp-content/uploads/2025/11/Picsart_25-11-05_07-59-52-526-3.jpg)

