ଭୂବନେଶ୍ୱର, ୨୩/୦୨ : ଓସିଏର ନୂତନ ସଭାପତି ଭାବେ ପଙ୍କଜ ଲୋଚନ ମହାନ୍ତ ନିିର୍ବାଚିତ ହୋଇଛନ୍ତି। ବବି ଦାସଙ୍କ ଇସ୍ତଫା ପରେ ଖାଲି ପଡ଼ିଥିଲା ପଦବୀ।ଏକମାତ୍ର ପ୍ରାର୍ଥୀ ଭାବେ ସେ ନାମାଙ୍କନ ଦାଖଲ କରିଥିଲେ। ବବିଦାସଙ୍କ ଇସ୍ତଫା ପରେ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ୱ ତୁଲାଉଥିଲେ । ବାରବାଟୀ ଫ୍ଲଡଲାଇଟ ବିଭ୍ରାଟ ନେଇ ନବ ନିର୍ବାଚିତ ସଭାପତି ପଙ୍କଜ ଲୋଚନ ମହାନ୍ତି ସୂଚନା ଦେଇ କହିଛନ୍ତି ଯେ ସରକାର ମାଗିଥିବା କାରଣ ଦର୍ଶାଅ ନୋଟିସର ଉତ୍ତର ଦିଆଯାଇଛି।
ପ୍ରଣବ ପ୍ରକାଶ ଦାସ ଓସିଏର ସଭାପତି ପଦରୁ ଇସ୍ତଫା ଦେଇଥିଲେ। ଏହାପରେ ଉପସଭାପତି ଥିବା ପଙ୍କଜ ଲୋଚନ ମହାନ୍ତି କାମଚଳା ସଭାପତି ଭାବେ ଦାୟିତ୍ଵ ନିର୍ବାହ କରିଥିଲେ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://jagratbharatnews.in/wp-content/uploads/2025/11/Picsart_25-11-05_07-59-52-526-6.jpg)


