ଖୁବ୍ ଶୀଘ୍ର ରାଜ୍ୟରେ ଲାଗୁ ହେବ ଜାତୀୟ ଶିକ୍ଷା ନୀତି ; ସୂଚନା ଦେଲେ ସ୍କୁଲ୍ ଓ ଗଣ ଶିକ୍ଷା ମନ୍ତ୍ରୀ
ଖୁବ୍ ଶୀଘ୍ର ରାଜ୍ୟରେ ଲାଗୁ ହେବାକୁ ଯାଉଛି ଜାତୀୟ ଶିକ୍ଷା ନୀତି । ସୂଚନା ଦେଲେ ସ୍କୁଲ୍ ଓ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସରକାରୀ ସ୍ତରରେ ଏନେଇ ଆଲୋଚନା ପର୍ଯ୍ୟାଲୋଚନା ଚାଲିଛି’ । ବିଭିନ୍ନ କାର୍ଯ୍ୟକ୍ରମରେ ଅଭିଭାବକମାନଙ୍କୁ ବୁଝା ଚାଲିଛି’ ଆଗକୁ ଶିକ୍ଷକମାନଙ୍କୁ ତାଲିମ ପ୍ରଦାନ କରାଯିବ ବୋଲି ସୂଚନା ଦେଇଛନ୍ତି ମନ୍ତ୍ରୀ ।