ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ନିଃଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ନିଃଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ଅନୁଗୁଳ, ୧୯ ମାର୍ଚ୍ଚ : ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର(ଜେଏସପି)ର ସମାଜିକ ଶାଖା ଜିନ୍ଦଲ ଫାଉଣ୍ଡେସନ ପକ୍ଷରୁ ଗ୍ରାମାଞ୍ଚଳରେ ବିଶେଷ କରି ଜେଏସପିର ପାଶ୍ୱର୍ବର୍ତ୍ତୀ ଗାଁ ଗୁଡ଼ିକରେ ଚକ୍ଷୁ ସ୍ୱାସ୍ଥ୍ୟର ଉନ୍ନତି ପାଇଁ ଏକ ନିଃଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ଲେପ୍ରା ସୋସାଇଟି ସହ ବୈଷୟିକ ସହଯୋଗରେ ଜାମୁନାଲି ଗାଁରେ ଜେଏସପିର ଭିପି-ମାଇନ୍ସ ଶ୍ରୀଯୁକ୍ତ ନୀରଜ କାଲ୍ଲା ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରି୍ଥିଲେ । ଜାମୁନାଲି ସରପଂଚ ଶ୍ରୀମତି ଶିଲା ପ୍ରଧାନଙ୍କ ସମେତ ଅନ୍ୟ ତୁଙ୍ଗ ନେତୃବୃନ୍ଦ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ଦୃଷ୍ଟି ସମ୍ବନ୍ଧୀୟ ସମସ୍ୟାର ଶୀଘ୍ର ଚିହ୍ନଟ ଏବଂ ଚିକିତ୍ସା ସୁନିଶ୍ଚିତ କରିବା ପାଇଁ ଏହି ପଦେକ୍ଷେପ ନିଆଯାଇଥିଲା । ଯେଉଁଥିରେ ଚକ୍ଷୁ ପରୀକ୍ଷା ଏବଂ ଅତ୍ୟାବଶ୍ୟକ ଚକ୍ଷୁ ଚିକିତ୍ସା ପାଇଁ ଶହ ଶହ ଗ୍ରାମବାସୀ ଏକତ୍ରିତ ହୋଇଥିଲେ ।ଓପି ଜିନ୍ଦଲ ଗ୍ରୁପର ଅଧ୍ୟକ୍ଷା ଶ୍ରୀମତି ସାବିତ୍ରୀ ଜିନ୍ଦଲଙ୍କ ଜନ୍ମଦିନ ପୂର୍ବ ସନ୍ଧ୍ୟାରେ ଏହି କାର୍ଯ୍ୟକ୍ରମ, ଏକ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ସଚେତନତା ଅଧିନବେଶନ ସହିତ ଆରମ୍ଭ ହୋଇଥିଲା ।

ଉଦଘାଟନୀ ସମାରୋହରେ ଏଭିପି-ସିଏସଆର (ଖଣି) ଶ୍ରୀ ଅଜୟ ସିଂହ, ଡିଜିଏମ ସିଏସଆର (ଖଣି) ଶ୍ରୀ ସୁବାଷ ରାୟ, ଜିଏମ ସିଏସଆର ଶ୍ରୀ ଜୟନ୍ତ କୁମାର ମହାନ୍ତି, ଜିଏମ ସିଏସଆର ଶ୍ରୀ ଆଶୁତୋଷ ମିଶ୍ର ଏବଂ ଏଜିଏମ ସିସିଡି ଶ୍ରୀ କୁନ୍ଦନ କୁମାର ପ୍ରମୁଖ ଯୋଗ ଦେଇଥିଲେ । ସେମାନେ ଗ୍ରାମାଞ୍ଚଳରେ ସୁଲଭ ସ୍ୱାସ୍ଥ୍ୟସେବା ଉପରେ ଗୁରୁତ୍ୱାରୋପ କରିଥିଲେ ।ଚକ୍ଷୁ ପରୀକ୍ଷା ଶିବିରରେ ସମସ୍ତ ବୟସ ବର୍ଗର ଗ୍ରାମବାସୀ ଯୋଗଦେଇଥିଲେ, ତେବେ ବୟସ୍କ ଲୋକମାନଙ୍କ ମଧ୍ୟରେ ଏହାକୁ ନେଇ ବିପୁଳ ଉତ୍ସାହ ଦେଖିବାକୁ ମିଳିଥିଲା । ଏହି ଶିବିରରେ ୧୦୦ରୁ ଅଧିକ ଗ୍ରାମବାସୀ ଚକ୍ଷୁ ପରୀକ୍ଷା କରିଥିଲେ ଏବଂ ଆବଶ୍ୟକୀୟ ଔଷଧ ଓ ଚଷମା ପାଇ ଉପକୃତ ହୋଇଥିଲେ । ଅଭିଜ୍ଞ ଚକ୍ଷୁ ବିଶେଷଜ୍ଞମାନେ ଚକ୍ଷୁ ପରୀକ୍ଷା କରିବା ସହ ଉପଯୁକ୍ତ ପରାମର୍ଶ ଦେଇଥିଲେ । ସେହିପରି ଅଧିକ ଚିକିତ୍ସା ଅବାଶ୍ୟକ କରୁଥିବା ଲୋକଙ୍କୁ ପରବର୍ତ୍ତୀ ଚିକିତ୍ସା କରିବା ପାଇଁ ଉଚିତ ପରାମର୍ଶ ଦେଇଥିଲେ । ଚକ୍ଷୁର ଯତ୍ନ ନେବା କ୍ଷେତ୍ରରେ ବିଶେଷ ଅଭିଜ୍ଞତା ଲାଭ କରିଥିବା ଲେପ୍ରା ଦଳର ସମସ୍ୟମାନେ ସମ୍ଭାବ୍ୟ ଦୃଷ୍ଟି ସମସ୍ୟାର ସମାଧାନ ଏବଂ ପ୍ରତିଷେଧକ ପାଇଁ ଆବଶ୍ୟକ ପରାମର୍ଶ ଦେବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ ।ସମାଜିକ ଦାୟୀତ୍ୱ ଏବଂ ଅନ୍ତର୍ଭୁକ୍ତ ସ୍ୱାସ୍ଥ୍ୟସେବା ମିଶନର ଏକ ଅଂଶ ଭାବରେ ଜିନ୍ଦଲ ଫାଉଣ୍ଡେସନ ବହୁ ସମ୍ପ୍ରଦାୟ କେନ୍ଦ୍ରିତ କାର୍ଯ୍ୟକ୍ରମର ନେୃତ୍ୱତ୍ୱ ନେଇ ଚାଲିଛି । ‘ଉଇ କେୟାର ୟୋର ଆଏଜ୍’ (ଆମେ ତୁମ ଆଖିର ଯତ୍ନ ନେଉଛୁ) ହେଉଛି ଜିନ୍ଦଲ ଫାଉଣ୍ଡେସନର ‘ଦୃଷ୍ଟି’ କାର୍ଯ୍ୟକ୍ରମର ଲକ୍ଷ୍ୟ । ଯାହା ଫାଉଣ୍ଡେସନର ଅଧକ୍ଷା ଶ୍ରୀମତି ଶାଲୁ ଜିନ୍ଦଲଙ୍କ ମାର୍ଗଦର୍ଶନରେ ପରିଚାଳିତ ହେଉଛି । ଏହି ‘ଦୃଷ୍ଟି’ କାର୍ଯ୍ୟକ୍ରମ ଜରିଆରେ ଜିନ୍ଦଲ ଫାଉଣ୍ଡେସନ ଏପର୍ଯ୍ୟନ୍ତ ୧୦,୦୦୦ରୁ ଅଧିକ ଡ୍ରାଇଭର, ବରିଷ୍ଠ ନାଗରିକ ଏବଂ ବିଭିନ୍ନ ବୟସ ବର୍ଗର ଲୋକଙ୍କୁ ଆବଶ୍ୟକତା ଅନୁସାରେ ଚକ୍ଷୁ ଚିକିତ୍ସା ଏବଂ ଅବଶ୍ୟକସ୍ଥଳେ ଚଷମା ପ୍ରଦାନ କରିଛି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech

× How can I help you?