୯ଟି ବିଶ୍ୱବିଦ୍ୟାଳୟରେ ନାହାନ୍ତି ସ୍ଥାୟୀ କୁଳପତି: ମନ୍ତ୍ରୀ

ଭୂବନେଶ୍ୱର: ରାଜ୍ୟରେ ୧୭ଟି ସରକାରୀ ବିଶ୍ୱବିଦ୍ୟାଳୟ ମଧ୍ୟରୁ ୮ଟି ବିଶ୍ୱବିଦ୍ୟାଳୟରେ ସ୍ଥାୟୀ କୁଳପତି କାର୍ଯ୍ୟରତ ଅଛନ୍ତି । ଅବଶିଷ୍ଟ ୯ଟି ବିଶ୍ୱବିଦ୍ୟାଳୟରେ ସ୍ଥାୟୀ କୁଳପତି ନାହାନ୍ତି । ବିଧାନସଭାରେ ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ରଙ୍କ ପ୍ରଶ୍ନରେ ଏହି ତଥ୍ୟ ରଖିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।

ଓଡ଼ିଶାରେ କେତୋଟି ବିଶ୍ୱିଦ୍ୟାଳୟରେ କୁଳପତି ପଦବୀ ଖାଲି ରହିଛି? କେଉଁ ବିଶ୍ୱବିଦ୍ୟାଳୟରେ କୁଳପତିମାନେ ନିର୍ଦ୍ଧାରିତ ସମୟଠାରୁ ଅଧିକ ଦିନ ରହିଛନ୍ତି? ତାହାର କାରଣ କ’ଣ? ଖାଲିଥିବା କୁଳପତି ପଦବୀ ଗୁଡ଼ିକ ପାଇଁ ଶୀଘ୍ର ପଦକ୍ଷେପ ଗ୍ରହଣ କରିବେ କି? ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ ବିଧାନସଭାରେ ଏହି ପ୍ରଶ୍ନ ପଚାରିଥିଲେ ଉପାସନା । ଏହାର ଉତ୍ତରରେ ମନ୍ତ୍ରୀ ଶ୍ରୀ ସୂରଜ ଏହାର ସମସ୍ତ ତଥ୍ୟ ପ୍ରଦାନ କରିଥିଲେ ।ରାଜ୍ୟରେ ୧୭ଟି ସରକାରୀ ବିଶ୍ୱବିଦ୍ୟାଳୟ ଅଛି । ୮ଟି ବିଶ୍ୱବିଦ୍ୟାଳୟ ଯଥା ଓଡ଼ିଆ ବିଶ୍ୱବିଦ୍ୟାଳୟ, ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ, ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ, ସମ୍ବଲପୁର ବିଶ୍ୱବିଦ୍ୟାଳୟ, ଫକୀର ମୋହନ ବିଶ୍ୱବିଦ୍ୟାଳୟ, ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଓ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟରେ କୁଳପତିମାନେ ନିୟମିତ ଭାବେ ନିଯୁକ୍ତି ପାଇ କାର୍ଯ୍ୟାରତ ଅଛନ୍ତି ।ଦୁଇଟି ବିଶ୍ୱବିଦ୍ୟାଳୟ ଯଥା ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜ ଦେଓ ବିଶ୍ୱବିଦ୍ୟାଳୟ ଏବଂ ଖଲ୍ଲିକୋଟ ଏକକ ବିଶ୍ୱବିଦ୍ୟାଳୟରେ ଫକୀର ମୋହନ ବିଶ୍ୱବିଦ୍ୟାଳୟର କୁଳପତି ଓ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି ଅତିରିକ୍ତ ଭାବେ ଦାୟିତ୍ୱରେ ଅଛନ୍ତି ।ଉକ୍ରଳ ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକୁ ୬ ମାସ ପର୍ଯ୍ୟନ୍ତ ବା ନୂତନ କୁଳପତିଙ୍କ ନିଯୁକ୍ତି ପର୍ଯ୍ୟନ୍ତ ବର୍ଦ୍ଧିତ କରାଯାଇଛି । ସେହିପରି ଶ୍ରୀ ଜଗନ୍ନାଥ ସଂସ୍କୃତ ବିଶ୍ୱବିଦ୍ୟାଳୟରେ ଅତିରିକ୍ତ ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଉକ୍ରଳ ସଂସ୍କୃତି ବିଶ୍ୱବିଦ୍ୟାଳୟର କୁଳପତିଙ୍କ କାର୍ଯ୍ୟକାଳକୁ ଏକ ବର୍ଷ ପର୍ଯ୍ୟନ୍ତ ବା ନୂତନ କୁଳପତିଙ୍କ ନିଯୁକ୍ତି ପର୍ଯ୍ୟନ୍ତ ବର୍ଦ୍ଧିତ କରାଯାଇଛି ।ଗଙ୍ଗାଧର ବିଶ୍ୱବିଦ୍ୟାଳୟ ଏବଂ ରମାଦେବୀ ବିଶ୍ୱବିଦ୍ୟାଳୟରେ କୁଳପତିଙ୍କ କାର୍ଯ୍ୟ ୨୭. ୧୧.୨୦୨୪ରେ ଶେଷ ହେଉଥିବା ଦେଖି କାର୍ଯ୍ୟକାଳ ଆଉ ୬ ମାସକୁ ବୃଦ୍ଧି କରାଯାଇଥିଲା । ମାତ୍ର ଉଭୟ ସେମାନଙ୍କର ପଦବୀ ପରିତ୍ୟାଗ କରିଥିବାରୁ ବିଶ୍ୱବିଦ୍ୟାଳୟର ବରିଷ୍ଠତମ ପ୍ରାଧ୍ୟାପକଙ୍କୁ କୁଳପତି ଭାବେ ଭାରପ୍ରାପ୍ତ ଦାୟିତ୍ୱ ଦିଆଯାଇଛି ।ମା ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ କୁଳପତିଙ୍କର କାର୍ଯ୍ୟକାଳ ସମାପ୍ତ ହେବା ପୂର୍ବରୁ ତାଙ୍କର ଦେହାନ୍ତ ହେବାରୁ ବିଶ୍ୱବିଦ୍ୟାଳୟର ସ୍ନାତକୋତ୍ତର ପରିଷଦର ଅଧ୍ୟକ୍ଷ ଭାରପ୍ରାପ୍ତ କୁଳପତି ଭାବେ ଦାୟିତ୍ୱରେ ଅଛନ୍ତି । ନୂତନ ବିଶ୍ୱବିଦ୍ୟାଳୟ ଭାବେ ଅପଗ୍ରେଡ୍ ପାଇଥିବା ଧରୀଣୀଧର ବିଶ୍ୱବିଦ୍ୟାଳୟ ଓ ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ଓଏସଡି କାର୍ଯ୍ୟରତ ଅଛନ୍ତି ।ବିଧାନସଭାରେ ଉପସ୍ଥାପିତ ହୋଇଥିବା ଓଡ଼ିଶା ବିଶ୍ୱବିଦ୍ୟାଳୟ ବିଧେୟକ, ୨୦୨୪ ଆଇନରେ ପରିଣତ ହେଲେ ବିଶ୍ୱବିଦ୍ୟାଳୟମାନଙ୍କରେ ନିୟମିତ ଭାବେ କୁଳପତି ପଦବୀ ପୂରଣ ନିମନ୍ତେ ଆବଶ୍ୟକୀୟ ପଦକ୍ଷେପ ନିଆଯିବ ବୋଲି ଶିକ୍ଷାମନ୍ତ୍ରୀ କହିଛନ୍ତି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech

× How can I help you?