ଏପ୍ରିଲ ୧ରୁ ୧୪ ଯାଏଁ ଧୁମ୍‌ଧାମରେ ପାଳନ ହେବ ଓଡ଼ିଶା ଦିବସ, ଜାଣନ୍ତୁ କେଉଁଦିନ କଣ ହେବ ପାଳନ

ଚଳିତ ବର୍ଷ ଧୁମଧାମରେ ଓଡ଼ିଆ ପକ୍ଷ ପାଳନ କରିବେ ମୋହନ ସରକାର । ଓଡ଼ିଶା ଦିବସ ଏପ୍ରିଲ ୧ ତାରିଖରୁ ମହାବିଷୁବ ସଂକ୍ରାନ୍ତି ଏପ୍ରିଲ ୧୪ ତାରିଖ ଯାଏଁ ସାରା ରାଜ୍ୟରେ ପାଳିତ ହେବ ଓଡ଼ିଆ ପକ୍ଷ । ଏନେଇ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସମସ୍ତ ବିଭାଗକୁ ଚିଠି ଲେଖାଯାଇଛି । ଓଡ଼ିଆ ପକ୍ଷରେ ଆୟୋଜନ ହେବାକୁ ଥିବା କାର୍ଯ୍ୟକ୍ରମରେ ସରକାରଙ୍କ ବିଭିନ୍ନ ବିଭାଗ ସାମିଲ ହେବେ ।

ଏପ୍ରିଲ ପହିଲାରେ ଓଡ଼ିଶା ଦିବସ ପାଳନ ହେବ । ଏଥିରେ ସୂଚନା ଓ ଲୋକ ସଂପର୍କ ବିଭାଗ ସହ ସମସ୍ତ ଜିଲ୍ଲାପାଳ ସାମିଲ ହେବେ ।ଏପ୍ରିଲ ୧ସ୍ଵତନ୍ତ୍ର ଭାଷା ଭିତ୍ତିକ ଓଡ଼ିଶା ପ୍ରଦେଶ ଗଠନ ଉପଲକ୍ଷେ ରାଜ୍ୟ, ଜିଲ୍ଲା ଏବଂ ଉପଖଣ୍ଡ ସ୍ତରରେ ଓଡ଼ିଶା ଦିବସ ପାଳନ କରାଯିବ। ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ଓଡ଼ିଶା ଦିବସ ପାଳନ କରାଯିବ।ଏପ୍ରିଲ ୨ରାଜ୍ୟର ପ୍ରାଥମିକ ବିଦ୍ୟାଳୟର ଶିଶୁ ବାଟିକାରେ ନାମ ଲେଖାଯିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୁଲ୍ୟରେ ଖଡିଛୁଆଁ ଓ ପ୍ରବେଶ ଉତ୍ସବ ପାଳନ କରାଯିବ ।ଏପ୍ରିଲ ୩ପାରମ୍ପରିକ ଓଡ଼ିଆ ପୋଷାକ ତଥା ଓଡ଼ିଶାର ହସ୍ତତନ୍ତ, ବୟନ ଶିଳ୍ପର ପ୍ରଚାର-ପ୍ରସାର ପାଇଁ ହସ୍ତତନ୍ତ, ବୟନ ଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ପାରମ୍ପରିକ ପୋଷାକ ପରିଧାନ- “ଆମ ପୋଷାକ ଆମ ପରିଚୟ” ଦିବସ ପାଳନ କରାଯିବ।ଏପ୍ରିଲ ୪ରାଜ୍ୟର ବିଭିନ୍ନ ଦୋକାନ ବଜାରରେ ଓଡ଼ିଆ ନାମ ଫଳକର ବ୍ୟବହାର ପାଇଁ ଶ୍ରମ ଓ ରାଜ୍ୟ କର୍ମଚାରୀ ବୀମା ବିଭାଗ ପକ୍ଷରୁ “ଓଡ଼ିଆରେ ନାମ ଫଳକ ଅଭିଯାନ – ସଚେତନତା ପଦଯାତ୍ରା” ର ଆୟୋଜନ କରାଯିବ।ଏପ୍ରିଲ ୫କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଐତିହ୍ୟ ଗଣଦୌଡ଼ କାର୍ଯ୍ୟକ୍ରମର ଆୟୋଜନ କରାଯିବ।ଏପ୍ରିଲ ୬ଓଡ଼ିଶାରେ ଥିବା ଦେବାଳୟ ଓ ଐତିହ୍ୟ ସ୍ଥଳୀଗୁଡ଼ିକୁ ସର୍ବଦା ସ୍ୱଚ୍ଛ ରଖିବା ପାଇଁ ସ୍ୱଚ୍ଛତା ଅଭିଯାନର ଆୟୋଜନ କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ପର୍ଯ୍ୟଟନ ବିଭାଗ, ପଞ୍ଚାୟତି ରାଜ ଓ ପାନୀୟ ଜଳ ବିଭାଗ ଓ ଗୃହ ଓ ନଗର ଉନ୍ନୟନ ବିଭାଗର ମିଳିତ ଆନୁକୂଲ୍ୟରେ ଏହାର ଆୟୋଜନ କରାଯିବ।ଏପ୍ରିଲ ୭ଓଡ଼ିଆ ଭାଷାର ପ୍ରାରମ୍ଭିକ ପରିଚୟ ପ୍ରଦାନ କରୁଥିବା ଭକ୍ତକବି ମଧୁସୂଦନ ରାଓଙ୍କ ରଚିତ “ବର୍ଣ୍ଣବୋଧ” ନିମନ୍ତେ ଏହି ଦିନଟିକୁ ବର୍ଣ୍ଣବୋଧ ବଣ୍ଟନ-ବର୍ଣ୍ଣବୋଧ ଉତ୍ସବ ଭାବେ ପାଳନ କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏହା ପାଳନ କରାଯିବ।ଏପ୍ରିଲ ୮ରେଡ଼କ୍ରସ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ଦିନଟିକୁ ରକ୍ତଦାନ ଅଭିଯାନ ଭାବରେ ପାଳନ କରାଯିବ।ଏପ୍ରିଲ ୯ଓଡ଼ିଆ ସାହିତ୍ୟ ଓ ପୁସ୍ତକ ପଠନକୁ ପ୍ରୋତ୍ସାହନ ଦେବା ପାଇଁ ଏହି ଦିନଟିକୁ “ଆସ ବହିଟିଏ କିଣିବା” ଅଭିଯାନ ଭାବରେ ପାଳନ କରାଯିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗର ମିଳିତ ଆନୁକୂଲ୍ୟରେ ଏହା ଅନୁଷ୍ଠିତ ହେବ।ଏପ୍ରିଲ ୧୦ଓଡ଼ିଶାର ଲୋକକଳାକୁ ବିଶ୍ୱ ବିଦିତ କରିବା ପାଇଁ “ଲୋକକଳା ପାଇଁ ଦିନ ଟିଏ -ବରିଷ୍ଠ କଳାକାରଙ୍କୁ ସମ୍ବର୍ଦ୍ଧନା ଓ କଳାଗ୍ରାମ ପରିଦର୍ଶନ ଉତ୍ସବର ପାଳନ କରାଯିବ। ଓଡ଼ିଆ ଭାଷା,ସାହିତ୍ୟ ଓ ସଂସ୍କୃତି ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଆନୁକୂଲ୍ୟରେ ଏହା ଅନୁଷ୍ଠିତ ହେବ।ଏପ୍ରିଲ ୧୧ଓଡ଼ିଶା ସାହିତ୍ୟ ଏକାଡେମୀ, ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଏହି ଦିନରେ ଯୁବ ଲେଖକ ସମ୍ମିଳନୀର ଆୟୋଜନ କରାଯିବ।ଏପ୍ରିଲ ୧୨ଓଡ଼ିଶା ସାହିତ୍ୟ ଏକାଡେମୀ ଓ ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ଓଡ଼ିଶାର ବରପୁତ୍ର ମାନଙ୍କ ଉପରେ ଆଲୋଚନା କରାଯିବ।ଏପ୍ରିଲ ୧୩ଖାଦ୍ୟ ପରମ୍ପରା ହେଉଛି ଆମ ଓଡ଼ିଆ ସଂସ୍କୃତିର ଅବିଚ୍ଛେଦ୍ୟ ଅଂଶ। ଏହି ଖାଦ୍ୟ ପରମ୍ପରାକୁ ପାଳନ କରିବା ପାଇଁ “ପାରମ୍ପାରିକ ଖାଦ୍ୟ ପାଳନ ଅଭିଯାନ- ଆମ ରୁଚି ଆମ ଖାଦ୍ୟ” ଉତ୍ସବ ପାଳନ କରାଯିବ। ପଞ୍ଚୟତି ରାଜ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏହା ଆୟୋଜନ କରାଯିବ ।ଏପ୍ରିଲ ୧୪ଓଡ଼ିଆ ନବବର୍ଷକୁ ମହା ଆଡ଼ମ୍ବର ସହକାରେ ପାଳନ କରାଯିବ

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uncategorized
  • Uttarpradesh
  • Weather
  • World
  • बिहार
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech

× How can I help you?