ଏଥର ୨ ଦିନ ପ୍ରତିଷ୍ଠା ଦିବସ ପାଳନ କରିବ ବିଜେପି । ସୂଚନା ଦେଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । କାଲି ଶ୍ରୀରାମ ନବମୀ ଥିବାରୁ ଦୁଇ ଦିନ ପ୍ରତିଷ୍ଠା ଦିବସ ପାଳିବ ଦଳ କରିବ ଦଳ । ପ୍ରତି କାର୍ଯ୍ୟକର୍ତ୍ତା ନିଜ ନିଜ ଘରେ ଦଳୀୟ ପତାକା ଲଗାଇବେ’ ।
ବୁଥ୍ ସ୍ତରରେ ୨ ଶହ ପ୍ରାଥମିକ ସଦସ୍ୟଙ୍କୁ ନେଇ ଟିଫିନ୍ ବୈଠକ ହେବ’ ।
ସଦସ୍ୟମାନେ ଘରୁ ବ୍ୟଞ୍ଜନ ଆଣି ବୈଠକରେ ଏକାଠି ବସି ଖାଇବେ’ ।କାଲିଠୁ ଆମ୍ବେଦକର ଜୟନ୍ତୀ ଯାଏଁ ଜନସଂପର୍କ କାର୍ଯ୍ୟକ୍ରମ ହେବ’। କାର୍ଯ୍ୟକର୍ତ୍ତାମାନେ ଘର ଘର ଯାଇ ଜନସଂପର୍କ କରିବେ ।
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false,"used_sources":{"version":1,"sources":[{"id":"270812670004211","type":"ugc"}]}}](https://jagratbharatnews.in/wp-content/uploads/2025/11/Picsart_25-11-05_07-59-52-526-6.jpg)


